-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||     

HOME   ଜିଲ୍ଲା

ଜଗନ୍ନାଥସେନା ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର, ୫୧ ୟୁନିଟ ରକ୍ତ ସଂଗ୍ରହ

04-Feb-2024



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା କଲ୍ୟାଣ ମଣ୍ଡପ ଠାରେ ରବିବାର ଜଗନ୍ନାଥ ସେନା ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫୧ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ଜଗନ୍ନାଥ ସେନା  ସଭାପତି ପ୍ରମୋଦ ପୋଢଙ୍କ ସଭାପତିତ୍ବରେ ତଥା ସନ୍ତୋଷ ପୂଜାହାରୀ ଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ପ୍ରମୋଦ କୁମାର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ ଶିବିରକୁ ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାମ୍ବାଦିକ ନନ୍ଦି କିଶୋର ମିଶ୍ର, ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ, ରକ୍ତ ଦାତା ସଂଘର ସଦସ୍ୟ ରାମ ନାରାୟଣ ଦାସ , ରାଜ୍ୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ଚନ୍ଦ୍ରମଣି ବାଘ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ରକ୍ତଦାନର ମହତ୍ତ୍ଵ, ଉପକାରିତା ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରି ରକ୍ତ ଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ଜଗନ୍ନାଥ ସେନାର ସମସ୍ତ ସଦସ୍ୟ ଓ ଅତିଥିଗଣ  ସ୍ଥାନୀୟ ଜଗନ୍ନାଥ ମନ୍ଦିରରୁ  'ରକ୍ତ ଦାନ ଜୀବନ ଦାନ ' ସଚେତନତା ବାର୍ତ୍ତା ନେଇ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ପହଞ୍ଚି ଥିଲା।ସମସ୍ତ ରକ୍ତ ଦାତା ମାନଙ୍କୁ ମାନ ପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।‌ଡ. ପ୍ରବଣ ମହାପାତ୍ର ସମସ୍ତ ରକ୍ତ ଦାତା ମାନଙ୍କୁ ପରୀକ୍ଷା ନିରୀକ୍ଷା କରି ରକ୍ତ ସଂଗ୍ରହ କରିଥିଲେ। ସୋନପୁର ବ୍ଳଡ ବ୍ୟାଙ୍କ କର୍ମଚାରୀ ଜଗତ ଦରୁଆନ, ଟିଟୁ ଭୋଇ ଓ ଯୁଧିଷ୍ଠିର ନାଏକ ରକ୍ତ ସଂଗ୍ରହ ସହଯୋଗ କରିଥିଲେ। ସେନାର ସକ୍ରିୟ ସଦସ୍ୟ ଉପେନ୍ଦ୍ର, କିଶୋର,ସଂପଦ,ଚମ୍ପେ , ନନ୍ଦନ ଓ ଭବନ ସହଯୋଗ କରିଥିବା ବେଳେ ସଂପାଦକ ଚନ୍ଦନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026

You Might Also Like