-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଜଗନ୍ନାଥସେନା ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର, ୫୧ ୟୁନିଟ ରକ୍ତ ସଂଗ୍ରହ

04-Feb-2024



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା କଲ୍ୟାଣ ମଣ୍ଡପ ଠାରେ ରବିବାର ଜଗନ୍ନାଥ ସେନା ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫୧ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ଜଗନ୍ନାଥ ସେନା  ସଭାପତି ପ୍ରମୋଦ ପୋଢଙ୍କ ସଭାପତିତ୍ବରେ ତଥା ସନ୍ତୋଷ ପୂଜାହାରୀ ଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ପ୍ରମୋଦ କୁମାର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ ଶିବିରକୁ ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାମ୍ବାଦିକ ନନ୍ଦି କିଶୋର ମିଶ୍ର, ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ, ରକ୍ତ ଦାତା ସଂଘର ସଦସ୍ୟ ରାମ ନାରାୟଣ ଦାସ , ରାଜ୍ୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ଚନ୍ଦ୍ରମଣି ବାଘ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ରକ୍ତଦାନର ମହତ୍ତ୍ଵ, ଉପକାରିତା ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରି ରକ୍ତ ଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ଜଗନ୍ନାଥ ସେନାର ସମସ୍ତ ସଦସ୍ୟ ଓ ଅତିଥିଗଣ  ସ୍ଥାନୀୟ ଜଗନ୍ନାଥ ମନ୍ଦିରରୁ  'ରକ୍ତ ଦାନ ଜୀବନ ଦାନ ' ସଚେତନତା ବାର୍ତ୍ତା ନେଇ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ପହଞ୍ଚି ଥିଲା। ସମସ୍ତ ରକ୍ତ ଦାତା ମାନଙ୍କୁ ମାନ ପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।‌ଡ. ପ୍ରବଣ ମହାପାତ୍ର ସମସ୍ତ ରକ୍ତ ଦାତା ମାନଙ୍କୁ ପରୀକ୍ଷା ନିରୀକ୍ଷା କରି ରକ୍ତ ସଂଗ୍ରହ କରିଥିଲେ। ସୋନପୁର ବ୍ଳଡ ବ୍ୟାଙ୍କ କର୍ମଚାରୀ ଜଗତ ଦରୁଆନ, ଟିଟୁ ଭୋଇ ଓ ଯୁଧିଷ୍ଠିର ନାଏକ ରକ୍ତ ସଂଗ୍ରହ ସହଯୋଗ କରିଥିଲେ। ସେନାର ସକ୍ରିୟ ସଦସ୍ୟ ଉପେନ୍ଦ୍ର, କିଶୋର,ସଂପଦ,ଚମ୍ପେ , ନନ୍ଦନ ଓ ଭବନ ସହଯୋଗ କରିଥିବା ବେଳେ ସଂପାଦକ ଚନ୍ଦନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like