-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ କଲେଜ୍ କଣ୍ଟାମାଳ ରେ ବିଶ୍ଵ ଓଡିଆ ଭାଷା ସମ୍ମିଳନୀର ବିଭିନ୍ନ ପ୍ରତିଯୋଗିତା

04-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ପଞ୍ଚାୟତ କଲେଜ୍ କଣ୍ଟାମାଳରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଦ୍ବିତୀୟ ଦିବସରେ ଓଡ଼ିଆ ଗୀତ,ଲୋକ ନୃତ୍ୟ ,ଓଡ଼ିଆ ବ୍ୟାକରଣ ଓ ଓଡ଼ିଆ ହସ୍ତାକ୍ଷର ପ୍ରତିଯୋଗିତା  କଲେଜ୍ ର ଅଧକ୍ଷା ତଥା ମୁଖ୍ୟ ନୋଡାଲ ଅଧିକାରୀ ଶ୍ରୀମତୀ ପ୍ରଭାସିନୀ ଖଟୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି, ଏହି ପ୍ରତିଯୋଗିତାରେ 

ବିଚାରକ ଭାବରେ ପ୍ରାଣକୃଷ୍ଣ ଦାସ ( ଅଭିନେତା ଓ ନିର୍ଦ୍ଦେଶକ) ବିରେନ୍ ଜଗଦଲା ( ଗାୟକ ,ସଙ୍ଗୀତ ନିର୍ଦ୍ଦେଶକ)ସମ୍ପଦ ଭୁକ୍ତା (ଓଡ଼ିଆ ଅଧ୍ୟାପକ, ଲୋପାମୁଦ୍ରା  ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ମନମୁଣ୍ଡ଼ା ଯୋଗଦାନ କରିଥିଲେ,ତୃତୀୟ ଦିବସରେ  ଓଡ଼ିଆ କଲା , ସଂସ୍କୃତି ଇତିହାସ, ସାହିତ୍ୟ ଓ ଜଗନ୍ନାଥ୍  ସଂସ୍କୃତି ସମ୍ବନ୍ଧୀୟ ଆଲୋଚନାଚକ୍ର ଓ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା ଏହି କାର୍ଯ୍ୟକ୍ରମରେ ଭବାନୀ ଶଙ୍କର ରାଉତ (ସଭାପତି, ପରିଚାଳନା କମିଟି, ପଞ୍ଚାୟତ ମହାବିଦ୍ୟାଳୟ, କଣ୍ଟାମାଳ) ମୁଖ୍ୟ ବକ୍ତା ଭାବରେ ସୁଦାମ  ନାୟକ (ଐତିହାସିକ ,କବି ଏବଂ ଶିକ୍ଷକ) ଓ ବୈଜୟନ୍ତୀ ସାହୁ( ଅଧ୍ୟାପିକା,ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଫୁଲମୁଠୀ, ବିନିକା) ଯୋଗଦାନ କରିଥିଲେ, ଉଦଯାପନୀ ଦିବସରେ ବିଭିନ୍ନ ପ୍ରତିଯୋଗିତାରେ ସଫଳତା ହାସଲ କରିଥିବା ଛାତ୍ର

ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କର୍ୟକ୍ତମ ଅନୁଷ୍ଠିତ ହୋଇଥିଲା ଏବଂ ଜଗନ୍ନାଥ୍ ସଂସ୍କୃତି ଉପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା,ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅଥିତି ଭାବର ଦୁର୍ଗା ଚରଣ ପ୍ରଧାନ( ଅତିରିକ୍ତ ଗୋଷ୍ଟି ଶିକ୍ଷା ଅଧିକାରୀ କଣ୍ଟାମାଳ) ର ଯୋଗଦାନ କରି କୃତୀ ଛାତ୍ରଛାତ୍ରୀ ମାନକୁ ପୁରସ୍କାର ବଣ୍ଟନ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like