-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||     

HOME   ଖେଳ

କୁମ୍ଭାରପଡ଼ା କ୍ରିକେଟ ଟୁର୍ନାମେଣ୍ଟ ରେ ମୁଖ୍ୟ ଅତିଥି ଦୁଇ ରାଜନେତା

20-Dec-2020



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) - ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଳକ କୁମ୍ଭାରପଡ଼ା ଗ୍ରାମ ପଞ୍ଚାୟତ ରେ year-end ଟ୍ରଫି କ୍ରିକେଟ ଟୁର୍ନାମେଣ୍ଟ ର ମା ମଙ୍ଗଳା କ୍ରିକେଟ କ୍ଲବ ର ଫାଇନାଲ ମ୍ୟାଚ ସରିଥିବା ବେଳେ ମା ପୌର୍ଣ୍ଣମାସି କ୍ରିକେଟ କ୍ଲବ ର ଟୁର୍ନାମେଣ୍ଟ ଚାଲୁ ରହିଛି | ଏହି ଟୁର୍ନାମେଣ୍ଟ ରେ ମୁଖ୍ୟ ଅତିଥି ଭାବେ ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଦୁଷ୍ମନ୍ତ ସ୍ୱାଇଁ ଏବଂ ପୂର୍ବତନ ବିଧାୟକ ତଥା ବର୍ତମାନ ର ବିଜେଡି ମୁଖପାତ୍ର ଅନୁଭବ ପଟନାୟକ ଯୋଗ ଦେଇଥିଲେ | କୁମ୍ଭାରପଡ଼ା ର ଉଭୟ କ୍ରିକେଟ କ୍ଲବ କୁ ଦୁଇ ଅତିଥି ଭୁରି ପ୍ରଶଂସା କରିଥିଲେ | ଶ୍ରୀଯୁକ୍ତ ସ୍ୱାଇଁ କୁମ୍ଭାରପଡ଼ା ଗ୍ରାମରେ ଉପଯୁକ୍ତ ଖେଳପଡିଆ ଟିଏ ନଥିବାରୁ ଦୁଃଖ ପ୍ରକାଶ କରିବା ସହିତ ସରକାର ଙ୍କ ଯୋଜନା ଅନୁଯାୟୀ ପ୍ରତେକ ଗ୍ରାମ ପଞ୍ଚାୟତ ର ଖେଳପଡିଆ ଉନ୍ନତି କରଣ ଯୋଜନା ଉପରେ ଅଙ୍ଗୁଳି ନିର୍ଦେଶ କରିଛନ୍ତି | ପ୍ରତେକ ପଞ୍ଚାୟତ କୁ 50000ଲକ୍ଷ ଟଙ୍କା ର ରାଶି ଖେଳ ପଡିଆ ଉନ୍ନତିକରଣ ପାଇଁ ଦିଆଯାଉଛି କିନ୍ତୁ କୁମ୍ଭାରପଡ଼ା ରେ ତିନୋଟି କ୍ରିକେଟ ଫିଲଡ ଅନୁର୍ନତ ଅବସ୍ଥାରେ ପଡିରହିଥିବା ଦେଖି ଶ୍ରୀଯୁକ୍ତ ସ୍ୱାଇଁ କିଛି ଅର୍ଥ ପ୍ରଦାନ କରିବା ପାଇଁ ପ୍ରତିଶୁତି ଦେଇଛନ୍ତି | ଶ୍ରୀଯୁକ୍ତ ପଟନାୟକ ମା ମଙ୍ଗଳା କ୍ରିକେଟ କ୍ଲବ ର ଇଅର-ଏଣ୍ଡ ଟ୍ରଫି ର ବିଜେତା ବଜରଙ୍ଗୀ କ୍ରିକେଟ କ୍ଲବ ଦୁଖାପଲୀ କୁ ଟ୍ରଫି ପ୍ରଦାନ କରିଥିଲେ | ପ୍ରକାଶଥାଉକି ଫାଇନାଲ ମ୍ୟାଚ ରେ 15 ଓଭର ଖେଳରେ ମ୍ୟାଚ ଟାଇ ହୋଇଥିଲା ଫଳରେ ସୁପର ଓଭର ଖେଳରେ ଢୋଲମରା ସ୍ପୋର୍ଟ୍ସ କ୍ଲବ 1ରନ ସଂଗ୍ରହ କରିଥିଲା ବଜରଙ୍ଗୀ କ୍ରିକେଟ କ୍ଲବ 4ରନ କରି ବିଜୟ ଲାଭ କରିଥିଲା | 


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026

You Might Also Like