-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରରେ ବୌଦ୍ଧ ଜିଲ୍ଲା ଜୁନିଅର୍ ରେଡକ୍ରସ୍ ସ୍ଵେଚ୍ଛାସେବୀଙ୍କ ସଫଳତା

05-Feb-2024



ବୌଦ୍ଧ ( ପ୍ରେରଣା ଖବର ): ଭାରତୀୟ ରେଡକ୍ରସ ସୋସାଇଟି  ଓଡ଼ିଶା ରାଜ୍ୟ ଶାଖା ଆନୁକୁଲ୍ୟରେ ରାଜ୍ୟ ଜୁନିଅର୍ ରେଡକ୍ରସର ଭୁବନେଶ୍ୱର ଠାରେ ପଞ୍ଚ ଦିବସୀୟ ଶିକ୍ଷା ତଥା ପ୍ରଶିକ୍ଷଣ ଶିବିରରେ  ବୌଦ୍ଧ ଜିଲ୍ଲାର ଜୁନିଅର୍ ରେଡକ୍ରସ୍ ସ୍ଵେଚ୍ଛାସେବୀମାନେ  ସଫଳତା ସହ ଯୋଗଦାନ କରି ବୌଦ୍ଧ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଓଡ଼ିଶା ରାଜ୍ୟ ଶାଖା ରେଡକ୍ରସ୍ ସୋସାଇଟିର ସମ୍ପାଦକ ଡ. ମେଜର କଳ୍ପନା ଦାସ, ରଜ୍ୟ ରେଡକ୍ରସ୍ ଅବୈତନିକ ସମ୍ପାଦକ ବିଭୂତି ଭୂଷଣ ପଟ୍ଟନାୟକ, ଓଲିଓଡ଼ ସିନେ ଅଭିନେତା ସବ୍ୟସାଚୀ ମିଶ୍ର, ଓଡ଼ିଶା ରାଜ୍ୟ ଶାଖାର ଜୁନିଅର୍ ରେଡକ୍ରସ୍ ଅଫିସର ଲକ୍ଷ୍ମଣ ସ୍ୱାଇଁ ପ୍ରମୁଖ ମଞ୍ଚାସିନ ରହି ବକ୍ତଵ୍ୟ ରଖିଥିଲେ ଓ କୃତି ଛାତ୍ରଛାତ୍ରୀ ଜୁନିଅର୍ ମନଙ୍କୁ ପୁରସ୍କୃତ କରିଥିଲେ।

ଆୟୋଜିତ ହୋଇଥିବା ନଅ ଗୋଟି ପ୍ରତିଯୋଗୀତାରୁ ଦୁଇ ଗୋଟି ପ୍ରତିଯୋଗୀତାରେ ବୌଦ୍ଧ ଜିଲ୍ଲା ଅନ୍ତର୍ଗତ କଣ୍ଟାମାଳ ହାଇସ୍କୁଲର ସ୍ଵେଚ୍ଛାସେବୀ ପ୍ରିୟଦର୍ଶିନୀ କୁମ୍ଭାର, ଚନ୍ଦ୍ରମା ସାହୁ, ପ୍ରତିଭା ସାହୁ, ରାନୁ ଭୋଇ ଦଳଗତ ସଙ୍ଗୀତ ପ୍ରତିଯୋଗୀତାରେ ତୃତୀୟ ସ୍ଥାନ ଅଧିକାର କରିଥିଲେ ଓ ବ୍ୟକ୍ତିଗତ ପ୍ରତିଯୋଗିତାରେ  କଣ୍ଟାମାଳ ହାଇସ୍କୁଲର  ପ୍ରତିଭା ସାହୁ କୁଇଜ ପ୍ରତିଯୋଗିତାରେ ଦ୍ଵିତୀୟ ସ୍ଥାନ ଅଧିକାର କରିଥିବାରୁ ଅତିଥିଙ୍କ ଠାରୁ ପ୍ରମାଣ ପତ୍ର ଓ  ବିଜୟ ସ୍ମାରକ ପାଇ ପୁରସ୍କୃତ ହୋଇଛନ୍ତି। ଏହି ଜୁନିଅର୍ ମାନଙ୍କୁ କଣ୍ଟାମାଳ ବ୍ଲକ ଜୁନିଅର୍ ରେଡକ୍ରସ୍ ସଂଯୋଜକ ବନମାଳୀ ମେହେର ଓ ତେଲିବନ୍ଦ ହାଇସ୍କୁଲର ଗାଇଡ ଜୁନିଅର୍ କାଉନସିଲର ସ୍ୱାଗତିକା ପଧାନଙ୍କ ନେତୃତ୍ୱରେ ରାଜ୍ଯ ସ୍ତରୀୟ ଶିବିରରେ ଯୋଗ ଦେଇଥିଲେ। ପ୍ରିୟଙ୍କା ଭୁକ୍ତା, ରେଷ୍ମା ମାଝୀ, ଅଙ୍କିତ ପ୍ରଧାନ, ଦେବାନନ୍ଦ ବିଶି, ସ୍ଵସ୍ତିକ ରଣା, ଅନୁଭବ ମେହେର ବିଭିନ ପ୍ରତିଯୋଗିତାରେ ଭାଗ ନେଇ ବୌଦ୍ଧ ଜିଲ୍ଲାରୁ ପ୍ରତିନିଧିତ୍ଵ କରିଥିଲେ ।

ବୌଦ୍ଧ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜିଲ୍ଲା ଜୁନିଅର୍ ରେଡକ୍ରସ୍ ଅଧ୍ୟକ୍ଷ ଗେନ୍ଦ୍ରା କୁଜୁରୁ, ଅତିରିକ୍ତ ଜିଲ୍ଳା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର, ଜିଲ୍ଲା ଶାରିରୀକ ଶିକ୍ଷା ଅଧିକାରୀ ତଥା ଜିଲ୍ଲା ଜୁନିଅର୍ ରେଡକ୍ରସର ସମ୍ପାଦକ ଆନନ୍ଦ କୁମାର ବେହେରା, ଜିଲ୍ଲା ଜୁନିୟର ରେଡ଼କ୍ରସ୍ ଅଫିସର ନବକିଶୋର ଦୀପ, କଣ୍ଟାମାଳ ହାଇସ୍କୁଲ୍ ପ୍ରଧାନଶିକ୍ଷକ ପ୍ରକାଶ କୁମାର ପ୍ରଧାନ ତଥା ଅନ୍ୟାନ୍ୟ ବୁଦ୍ଧିଜୀବୀଗଣ ସଫଳତା ନିମନ୍ତେ ଜୁନିଅର ମାନଙ୍କୁ ଶୁଭେଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like