-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଫ୍ରେଣ୍ଡସ୍ କ୍ଲବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଫେବୃଆରୀ ୬ ରୁ

05-Feb-2024



ବଲାଙ୍ଗିର(ପ୍ରେରଣା ଖବର) ସ୍ଥାନୀୟ ସିଭିଲ କୋଟ ନିକଟସ୍ଥ ଫ୍ରେଣ୍ଡ କ୍ଲବ ସଂଘ ପକ୍ଷରୁ ଚଳିତ ୬ ତାରିଖ ଠାରୁ  ୧୨ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ପୃଥିୀରାଜ ହାଇସ୍କୁଲ ପଡିଆଠାରେ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଂଟ ଅନୁଷ୍ଠିତ ହେବ । ରାଜ୍ୟର ବିଭିନ୍ନ ଜିଲ୍ଲାର ୮ ଗୋଟି ଫୁଟବଲ ଟିମ ମାନେ ଏହି ଟୁର୍ଣ୍ଣାମେଂଟରେ ଅଂଶଗ୍ରହଣ କରିବେ । ପୂର୍ବରୁ ଏହି ଅନୁଷ୍ଠାନର ସଦସ୍ୟମାନେ ପୃଥୀରାଜ ବିଦ୍ୟାଲୟ ଓ ପଡିଆକୁ ନେଇ ଅନେକ ଉନ୍ନତିର ତଥା ବର୍ତାମାନର ଯୁବ ପିଢିକୁ ଅନେକ ବିକାଶର ଚିନ୍ତାଧାରା ରଖି ଏହି ଟୁର୍ଣ୍ଣାମେଂଟକୁ ଆୟୋଜନ କରିଛନ୍ତି ।

 ପ୍ରଥମ ଦିନର ଉଦଘାଟନୀ ଦିନରେ ବଲାଙ୍ଗିର ଏଫ.ସି ଏବଂ ଏଥେଲେଟିକ ଏସୋସିଏସନ ବରଗଡ ଜିଲ୍ଲାର କଦଳୀପାଲି ସହିତ ମ୍ୟାଚ ଅନୁଷ୍ଠିତ ହେବ । ପ୍ରଥମ ସେମିଫାଇନାଲ ଚଳିତ ମାସ ୮ ତାରୀଖ ଓ ଦ୍ୱିତୀୟ ସେମିଫାଇନାଲ ୧୧ ତାରିଖରେ ହେଉଥିବା ବେଳେ ଫାଇନାଲ ଖେଳଟି ଚଳିତ ମାସ ୧୨ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ବଲାଙ୍ଗିର ବିଭିନ୍ନ ଅନୁଷ୍ଠାନର ସଦସ୍ୟ ସଦସ୍ୟା, ବଲାଙ୍ଗିର ବୁଦ୍ଧିଜୀବୀ ଏବଂ ଯୁବ ପିଢି ସାମିଲ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ ଅନୁଷ୍ଠାନର ସଭାପତି ଲୋଟସ ଷଢଙ୍ଗୀ ସୁଚନା ଦେଇଛନ୍ତି । ଆଜିର ଏହି ସମ୍ମିଳନୀରେ ସାଧାରଣମ୍ପାଦକ ଜଗନ୍ନାଥ ମିଶ୍ର, ପ୍ରଭାକର ମିଶ୍ର, ପବିତ୍ର ଖୁଂଟିଆ, ସୁନୀଲ ବିଶ୍ୱାଲ, ମନୋଜ କୁମାର ମିଶ୍ର, କମ୍ଭୁ ତ୍ରୀପାଠୀ, ରଞ୍ଜିତ ବେହେରା, ସନ୍ତୋଷ ପାଢୀ,ଏନ.ଏସ. ନାଇଡୁ, ପୂର୍ଣ୍ଣ ତ୍ରୀପାଠୀ, ଜୟନାରାୟଣ ବହିଦାର, ପୃଥୀରାଜ ବେହେରା, ମଧୂ ବନଛୋର, ବୈକୁଣ୍ଠ ଜେନା, ସୁଦର୍ଶନ ସେଠ, ଲକ୍ଷ୍ମୀ ସ୍ୱାଇଁ, କୃଷ୍ଣଚନ୍ଦ୍ର ମିଶ୍ର, ବୁଦ୍ଧିରାଜ ବିଶ୍ୱାଲ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like