-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଡୁଡାଲୁ ରୁ ଶିଆଳ ମାଲ ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ଅଭିଯୋଗ

05-Feb-2024



ନର୍ଲା (ଦିପକ କୁମାର ସାହୁ )
ନର୍ଲା ,କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ କୁର୍ମେଲ ଗ୍ରାମ ପଞ୍ଚାୟତ ଅଧିନସ୍ତ ଡୁଡ଼ାଲୁ ଗ୍ରାମରୁ ଶିଆଳ ମାଲ କୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ ରେ ଦଶଲକ୍ଷ ରୁ ଉର୍ଦ୍ଧ୍ବ ଟଙ୍କା ଆତ୍ମସାତ ହୋଇଥିବା ଅଭିଯୋଗ ହୋଇଛି ,ପ୍ରାପ୍ତ ସୂଚନା ଅନୁଯାୟୀ ପୂର୍ତ୍ତ ବିଭାଗ ରୋଡ ଏବଂ ବ୍ରିଜ କାର୍ଯ୍ୟ ପାଇଁ ୯ ଲକ୍ଷ ୫୦ ହଜାର ଏବଂ ମନରେଗା ଯୋଜନା ରେ ଶ୍ରମିକ ମାନଙ୍କ ପାଇଁ ୫ ଲକ୍ଷ ୬୨ ହଜାର ସମୁଦାୟ ୧୫ ଲକ୍ଷ ୧୨ ହଜାର ଟଙ୍କା ୨୦୨୨-୨୩ ମସିହାରେ ଖର୍ଚ୍ଚ କରାଯାଇଥିବା ସୂଚନା ରହିଛି ,କିନ୍ତୁ ସଂପୃକ୍ତ କାର୍ଯ୍ୟରେ ନିୟୋଜିତ ଥିବା ଠିକାଦାର ତଥା କୁର୍ମେଲ୍ ପଞ୍ଚାୟତ ର ପୂର୍ବତନ ସମିତି ସଭ୍ୟ ତହସିଲ ସାହୁ ଏହି କାର୍ଯ୍ୟ ଟିକୁ ଅତି ନିମ୍ନ ମାନର କାର୍ଯ୍ୟ କରିବା ସହ,ନିୟୋଜିତ ଶ୍ରମିକ ମାନଙ୍କୁ ବର୍ଷେ ରୁ ଅଧିକ ସମୟ ଧରି ପାରିଶ୍ରମିକ ନ ଦେବା ଏବଂ ରାସ୍ତା କାର୍ଯ୍ୟରେ ଅନୁମୋଦନ ପାଇଥିବା ବ୍ରିଜ ଓ ପୋଲ କାର୍ଯ୍ୟ ନ କରି ମିଥ୍ୟା ବିଲ୍ କରି,ଅର୍ଥ ଆତ୍ମସାତ କରିଥିବା ,ଗ୍ରାମବାସୀ ଅଭିଯୋଗ ଆଣିଛନ୍ତି,

ଏବଂ  ଅଭିଯୋଗ କାରୀ ଗ୍ରାମବାସୀ ଓ ସ୍ଥାନୀୟ ସ୍ଵୟଂ ସହାୟକ ମହିଳା ଗୋଷ୍ଠୀ ସ୍ଥାନୀୟ ନର୍ଲା ବିଡ଼ିଓ ଙ୍କୁ ଜଣାଇବାସହ କାର୍ଯ୍ୟାନୁଷ୍ଠାନ ଦାବି କରି ଛନ୍ତି,ପରେ ସଂପୃକ୍ତ ଠିକାଦାର ପ୍ରତିକ୍ରିୟାଶୀଳ ହୋଇ ମାଁ ମାନଙ୍କର ରାସନ୍ କାର୍ଡ କାଟିଦେବିକହି,  ଠିକାଦାର ଧମକ୍ ଦେଇଥିବା ମହିଳା ମାନେ ଅଭିଯୋଗ ଆଣିଛନ୍ତି,ତେଣୁ ସମସ୍ତ ଅଭିଯୋଗ ର ବିଷୟରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ  ଆଲୋକ କୁମାର ନାଏକ ଙ୍କୁ ପଚାରିବାରୁ ସେହି କାର୍ଯ୍ୟରେ କୌଣସି ପ୍ରକାର ଅନିୟମିତତା ହୋଇନାହିଁ କିମ୍ବା କୌଣସି ସରକାରୀ ଅର୍ଥ ଦୁରୁପଯୋଗ ହୋଇ ନ ଥିବା ପ୍ରକାଶ କରିଛନ୍ତି ଏବଂ କାର୍ଯ୍ୟ ଟି ଏଷ୍ଟିମେଟ ରେ ୯୦୦ ମିଟର ଥିବାବେଳେ ଢେର୍ ଅଧିକ କାର୍ଯ୍ୟ କରାଯାଇଥିବା ଦୃଢୋକ୍ତି ପ୍ରକାଶ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like