-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଅଷ୍ଟମ କଣ୍ଟାମାଳ ଲୋକ ମହୋତ୍ସବ ଉଦଯାପିତ

05-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ହାଇସ୍କୁଲ ଖେଳ ପଡିଆ ଠାରେ ଦୀର୍ଘ ତିନିଦିନ ଧରି ଚାଲିଥିବା ଅଷ୍ଟମ କଣ୍ଟାମାଳ ଲୋକ ମହୋତ୍ସବ ଉଦଯାପିତ ହୋଇଛି l ଶେଷ ସନ୍ଧ୍ୟାରେ ସ୍ଥାନୀୟ କଳାକାରଙ୍କ ସହ ଉମାକାନ୍ତ ବାରିକ ଓ ସାଥୀ ଙ୍କ ଦ୍ୱାରା ପରିବେଷିତ ମେଲୋଡି ଓ ନୃତ୍ୟ ଗୀତରେ ମଞ୍ଚ ଦୁଲୁକି ଉଠିଥିଲା l ଏଥିରେ କଣ୍ଟାମାଳ ବିଧାୟକ ମହୀଧର ରଣା ମୁଖ୍ୟଅତିଥି,ବିଶ୍ଵବାଣୀ ସମ୍ପାଦକ ଅର୍ଜୁନ ମୁଦୁଲି ମୁଖ୍ୟବକ୍ତା,ଜିଲ୍ଲାପରିଷଦ ଉପାଧ୍ୟକ୍ଷ୍ୟ

ଶଙ୍କର୍ଷଣ ପ୍ରଧାନ, ଜିଲ୍ଲାପରିଷଦ ସଭ୍ୟା ସୁମିତ୍ରା ସାହୁ, ସୁଧିର ମହାକୁଡ଼, ସାରଦୁଲ ନାଗ, ଆଶିଷ ସାହୁ, ସଙ୍କେତ ହୋତା, ସାଇ ମହାନନ୍ଦ, ସରୋଜ ସାହୁ, ନୀଳାଞ୍ଚଳ ଭୋଇ, ଶିଶିର ଖଟୁଆ, ସନ୍ତୋଷ ଦନ୍ତା, ରାଧାବଲ୍ଲଭ ପ୍ରଧାନ, ପ୍ରଶାନ୍ତ ରଣା, ପ୍ରେମରାଜ ରଣା, ଶମ୍ଭୁପ୍ରସାଦ ସାହୁ, ବଜରଙ୍ଗଲାଲ ଅଗ୍ରୱାଲ, ଜାନି ସେନାପତି, ମନମୁଣ୍ଡା ଥାନାଧିକାରୀ ଭାବାନନ୍ଦ ପ୍ରଧାନ, କଣ୍ଟାମାଳ ଥାନାଧିକାରୀ ଗୋପୀନାଥ ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ କଣ୍ଟାମାଳ ଅଂଚଳର ଐତିହ୍ୟ, କଳା, ସଂସ୍କୃତି ଓ ପରମ୍ପରାର ଭୁୟସୀ ପ୍ରଶଂସା କରିଥିଲେ l ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସସ୍ମିତା ସେନାପତି ସଭାପତିତ୍ୱ ଓ କମିଟି ସଭାପତି ମହେନ୍ଦ୍ର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ  l ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥବା ବ୍ୟକ୍ତିବିଶେଷ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l   କମିଟି ପକ୍ଷରୁ ମିନlବଜାର, ପଲ୍ଲିଶ୍ରୀ ମେଳା ଓ ଖାଦ୍ୟ ଷ୍ଟଲ ଗୁଡିକରେ ଲୋକଙ୍କ ଗହଳି ଲାଗିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like