-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ନବନିଯୁକ୍ତ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଙ୍କ ପ୍ରଥମ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ 28 ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

05-Feb-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର  ର ନବନିଯୁକ୍ତ  ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାଶ ଏବଂ ନବନିଯୁକ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ୟଶ ପ୍ରତାପ୍ ଶ୍ରୀମଲ  ଙ୍କ ସୋନପୁର ବ୍ଲକ୍ ପାଇଁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର    ସ୍ଥାନୀୟ ଜିଲ୍ଲାପରିଷଦ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l ଏହି  ଶିବିରରେ  ଜନସାଧାରଣ ଙ୍କ ବିଭିନ୍ନ  ଆପତ୍ତି ଓ ସମସ୍ୟା ସମ୍ବନ୍ଧୀୟ 28 ଗୋଟି  ଅଭିଯୋଗ ଦରଖାସ୍ତ ପଞ୍ଜୀକୃତ ହୋଇଥିଲା l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ  22 ଗୋଟି ସାମୁହିକ ଦରଖାସ୍ତ 6 ଗୋଟି ଓ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ପାଇଁ ଦୁଇଟି ଦରଖାସ୍ତ ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ସମସ୍ତ ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l ଶିବିରରେ  ଜିଲ୍ଲା ର 4 ଯୋଡ଼ି ଭିନ୍ନକ୍ଷମ ଦମ୍ପତ୍ତି ଙ୍କୁ  ଅଢ଼େଇ ଲକ୍ଷ ଟଙ୍କା ଲେଖାଁଏ ଆର୍ଥିକ ସହାୟତା ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଜିଲାପାଳଙ୍କ ଦ୍ୱାରା  ପ୍ରଦାନ କରାଯାଇଥିଲା l ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୋନପୁର ସୌମ୍ୟରଞ୍ଜନ ସ୍ଵାଇଁ ଙ୍କ  ତତ୍ୱାବଧାନରେ  ଅନୁଷ୍ଠିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଅଶ୍ଵିନୀ କୁମାର ମେହେର , ସୋନପୁର ଉପଜିଲ୍ଲାପାଳ ସୁରଜ ପଟ୍ଟନାୟକ ,
ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ଦୁର୍ଗା ଦାସ , ସୁବର୍ଣ୍ଣପୁର ଅତିରିକ୍ତ  ଆରକ୍ଷୀ  ଅଧିକ୍ଷକ ,  ସି ଏସ ଓ ସୁରେଶ ପାଣିଗ୍ରାହୀ,  ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ଵର ଖାକା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ,ଜିଲ୍ଲା କୃଷି ଅଧିକାରୀ  ଡଃ ବିଭୁତି ଭୂଷଣ ମିଶ୍ର, ଜିଲ୍ଲା ଉଦ୍ୟାନ କୃଷି ଅଧିକାରୀ  ହୃଷିକେଶ ଦାଶ , ଜିଲ୍ଲା  କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର ଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like