-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

*ପ୍ରେମ ପ୍ରତାରଣା ର ପ୍ରତିଶୋଧ ପାଇଁ ସୂପାରି କିଲିଂ*- *ବହୁ ଚର୍ଚ୍ଚିତ ଡମ୍ବରୁ ହତ୍ୟା କାଣ୍ଡ ର ପର୍ଦ୍ଦାଫାଶ*- *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ସୁବର୍ଣ୍ଣପୁର ନୂଆଁ ଏସପି*-

05-Feb-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ଜାନୁଆରୀ ୨୬ ତାରିଖ ରାତି ରେ  ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ ଚନ୍ଦଳୀ ଗାଁ ର ବହୂ ଚର୍ଚ୍ଚିତ ଡମ୍ବରୁ ଅଧିକାରୀ ଙ୍କ ହତ୍ୟା କାଣ୍ଡ ର ଆଜି ଜିଲ୍ଲା ପୋଲିସ୍ ପର୍ଦ୍ଦାଫାଶ କରିଛି l ଏଵଂ ଏହି ହତ୍ୟା କାଣ୍ଡ ର ମୁଖ୍ୟ ଅଭିଯୁକ୍ତ ଦେବଗଡ଼ ଜିଲ୍ଲା ର କାଜଲ ମହାପାତ୍ର (ଝିଲୀ) , ଷଡ଼ଯନ୍ତ୍ର କାରୀ ବି ଏମ୍ ପୁର ଅଞ୍ଚଳ ର ରାଜୀବ କୁମ୍ଭାର, ସହଯୋଗୀ ରିତା ନାଏକ ଙ୍କୁ  ଅlଜି ଗିରଫ କରି କୋର୍ଟ ଚାଲାଣ କରାଯାଇଛି l ଅତିରିକ୍ତ ଏସପି ହେମନ୍ତ ପାଢ଼ୀ ଙ୍କ ନେତୃତ୍ୟ ରେ ସୁବଳୟା ଥାନା ଭାରପ୍ରାପ୍ତ ଅଧିକାରୀ ଙ୍କ ସହଯୋଗ ରେ ସୁବର୍ଣ୍ଣପୁର ପୋଲିସ୍ କୁ ଏହା ଏକ ବଡ଼ ସଫଳତା ମିଳିଥିବା  ବିଷୟ ଆଜି ନୂତନ ଆଇ ପି ଏସ ଏସପି ୟସ ପ୍ରତାପ ଶ୍ରିମାଲ  ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି l  ନୂତନ ଏସପି ଙ୍କ ଯୋଗଦାନ ପରେ ଜିଲ୍ଲା ପୋଲିସ୍ ଏବେ ସକ୍ରିୟ ହୋଇ ଥିବାରୁ ଆଗକୁ ବିଗତ ଦିନ ର ବଡ଼ ବଡ଼ କ୍ରାଇମ୍ ର ଖୁଲାଶl ହେବ ବୋଲି ସାଧାରଣ ଲୋକ ଙ୍କ ଭରସା ବଢ଼ିଥିବା ବୁଦ୍ଧିଜିବୀ ଙ୍କ ଚର୍ଚ୍ଚା ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like