-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଆଜି ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିର ଠାରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଓ ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଉଦଯାପିତ

05-Feb-2024



ବଲାଙ୍ଗୀର, (ପ୍ରେରଣା ଖବର) ଆଜି ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିର ଠାରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଓ ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଉଦଯାପିତ ହୋଇଯାଇଛି l କଟାପାଲି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ପ୍ରାଧ୍ୟାପିକା ଡ଼ ଭଗବତୀ କର ' ପଶ୍ଚିମ ଓଡ଼ିଶା ପରିପ୍ରେକ୍ଷୀରେ ଶ୍ରୀଜଗନ୍ନାଥ' କହିଲେ ଯେ ଜଗନ୍ନାଥ ହେଉଛନ୍ତି ଓଡ଼ିଶାର ଆରାଧ୍ୟ ଦେବତା, ପରିଚୟ, ଅସ୍ମିତା, ଜଗତର ଠାକୁର ହେଇଥିଲେ ବି ତାଙ୍କୁ ମଧ୍ୟ ନିଜକୁ ବଚେଇବା ପାଇଁ ବିଭିନ୍ନ ସ୍ଥାନରେ ଆତ୍ମଗୋପନ କରିବାକୁ ପଡ଼ିଥିଲା, ବର୍ଗୀ ଆକ୍ରମଣ ସମୟରେ ସେ ଦୀର୍ଘ ବର୍ଷ ପାତାଳୀ ଶ୍ରୀକ୍ଷେତ୍ରରେ ଆତ୍ମଗୋପନ କରିଥିଲେ, ଭାଟଲି ଦଧିବାମନ ଭାବେ ଏବେ ବି ପୂଜା ପାଉଛନ୍ତି , ତାଙ୍କୁ ବିଶ୍ୱାସ କରିବା ଆମର ଆଧ୍ୟାତ୍ମିକ ପରାକାଷ୍ଠା ବୋଲି କହିଥିଲେ | ସେହି ଭଳି ଡ଼. ଅଶୋକ କୁମାର ମହାପାତ୍ର 'ସାଂପ୍ରତିକ ସମୟରେ ଓଡ଼ିଆ ଭାଷା ଓ ସାହିତ୍ୟ ' ଉପରେ ବିଶଦ ଆଲୋଚନା କରି, ଭାଷାକୁ ସମୃଦ୍ଧ ଓ ସୁରକ୍ଷିତ କରିବା ଆମର ଉତ୍ତର ପିଢ଼ି ପାଇଁ ଧ୍ୟେୟ ହେବା ଉଚିତ ବୋଲି କହିଥିଲେ, ଭାଷାକୁ ବ୍ୟବହାର କଲେ, ସଠିକ ଉଚ୍ଚାରଣ କଲେ ଆମର ଓଡ଼ିଆତ୍ୱ ରହିବ ବୋଲି କହିଥିଲେ | ଅନ୍ୟତମ ଆଲୋଚକ ଅଧ୍ୟାପକ ହୃଷୀକେଶ ଦାସ ଓଡ଼ିଆ ଜାତି ଓ ନୀଳ କନ୍ଦରର ନୀଳ ଗୋସେଇଁ ଉପରେ ଆଲୋଚନା କରି ଜଗନ୍ନାଥଙ୍କ ଉତ୍ପତ୍ତି, ବିକାଶ ଓ ବିଭିନ୍ନ ସମୟରେ ତାଙ୍କ ରହସ୍ୟମୟ ଲୀଳା ଉପରେ କହିଥିଲେ, ସେହିଭଳି ଜଗନ୍ନାଥ ମନ୍ଦିରର ବିଭିନ୍ନ ଦିଗ ଉପରେ ଦୃଷ୍ଟିପାତ କରିଥଲେ | ଅନ୍ୟତମ ସାହିତ୍ୟିକ ଆନନ୍ଦ ଚନ୍ଦ୍ର ସାହୁ  ଓ ଡ଼. ଜଗନ୍ନାଥ ସାହୁ ମୁଁ କାହିଁକି ଲେଖେ ର ଉତ୍ତର ଦେଇ ଜଣେ ସମ୍ବେଦନଶୀଳ ମଣିଷ, ପ୍ରେମିକ ମଣିଷ ହିଁ ପ୍ରକୃତ କବି ବୋଲି ନିଜ ନିଜ ଲେଖକୀୟ ଜୀବନ ସମ୍ପର୍କରେ କହି ଛାତ୍ର ଛାତ୍ରୀ ମାନଙ୍କୁ ଅନୁପ୍ରେରିତ କରିଥିଲେ | ଅଧ୍ୟକ୍ଷ ପ୍ରଫେସର୍ ଘନଶ୍ୟାମ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠତ ଏହି କାର୍ଯ୍ୟ କ୍ରମରେ ଶତାଧିକ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ |ବିଭିନ୍ନ ପବିଷୟକୁ ନେଇ ହେଇଥିବା ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ମାନପତ୍ର ଓ ଫଳକ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା | ଡ଼. କୌତୁକ ପନ୍ଦର ସଭାକୁ ପରିଚାଳନା କରିଥିବା ବେଳେ ଡ଼. ରମଣୀ ନାଏକ ଧନ୍ୟବାଦ୍ ଅର୍ପଣ କରିଥିଲେ |ଡ଼ ଅମୃତ ସିଂ ବରିହା,ଡ଼ ଅଶୋକ କୁମାର ମହାରଣା, ଅମିତୋଷ୍ ତ୍ରିପାଠୀ, ରାମ ଶଙ୍କର ମେହେର, ପୁରୁଷୋତ୍ତମ କିଶାନ, ମଳୟ କଅଁର, ବିଶ୍ବଭୂଷଣ ବିଶ୍ଵାଳ, ନୀଳକଣ୍ଠ ନାଗ, ଅଧ୍ୟାପିକା ବନ୍ଦନା ବାର୍, ମଧୁସ୍ମିତା ମିଶ୍ର,ରିଚା ବିଶ୍ଵାଳ, କ୍ଷୀରୋଦିନୀ ଭୁଏ, ରଶ୍ମିତା ପ୍ରଧାନ, ଅମୃତା ମହାପାତ୍ର, ଈଶ୍ୱରୀ ଇପ୍ସିତା,ଅଞ୍ଜଳି ସିଂ, ଛାତ୍ରୀ ଗାର୍ଗୀ ଗିରିଜା ବୋହିଦାର ଅନ୍ୟାନ୍ୟ ପ୍ରମୁଖ ସଭାରେ ସାହାଯ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like