-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||     

HOME   ମନୋରଞ୍ଜନ

ରିୟଲ ନୁହେଁ ରିଲ୍‌ରେ ଗର୍ଭବତୀ ନେହା କକ୍କର

20-Dec-2020



ମୁମ୍ବାଇ(ପ୍ରେରଣା ଖବର ବ୍ୟୁରୋ) : ବିବାହ କରିବାର ଦୁଇମାସ ପରେ ଗର୍ଭବତୀ ଅଛନ୍ତି ନେହା କକ୍କର । ଏହି ଖବର କାଲିଠୁ ଆଜି ଯାଏଁ ପ୍ରାୟ ସମସ୍ତ ଖବର କାଗଜ, ଟିଭି ଚ୍ୟାନେଲ ଓ ଡିଜିଟାଲ ପ୍ଲାଟଫର୍ମରେ ଚହଳ ଖେଳାଇଥିଲା । ଏପରିକି ସୋସିଆଲ୍ ମିଡିଆରେ ବି କିଛି ଲୋକ ନେହା ଓ ରୋହନପ୍ରୀତଙ୍କୁ ବଧେଇ ଜଣାଇଥିଲାବେଳେ ଅନେକ ସମାଲୋଚନା କରିବାକୁ ବି ପଛାଇନଥିଲେ । ହେଲେ ଶେଷରେ ଜବାବ ରଖିଛନ୍ତି ସିଙ୍ଗର ନେହା କକ୍କର ।
ଏକ ମ୍ୟୁଜିକ ଭିଡିଓର ପ୍ରମୋଶନ ପାଇଁ ନେହା ବେବି ବମ୍ପ ଦେଖାଇ ଫଟୋ ସୁଟ୍ କରାଇଥିଲେ । ବାସ୍ ଇଣ୍ଟରନେଟରେ ସେନ୍ସେସନ କ୍ରିଏଟ କରିବାକୁ ସେହି ଫଟୋଟିକୁ ସେ ସେୟାର କରିଥିଲେ । ବଳକା କାମ କରିଦେଇଥିଲା ସୋସିଆଲ ମିଡିଆ । ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ତାଙ୍କ ଫ୍ୟାନ ଓ ସେଲିବ୍ରିଟିମାନେ ବି ନେହାଙ୍କ ଗର୍ଭବତୀ ଘଟଣାକୁ ଧୁମ୍ ପ୍ରଚାର କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm