-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||     

HOME   ଜିଲ୍ଲା

ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଅବସରରେ ବଲାଙ୍ଗୀର ପୌର ପରିଷଦର ସାରସ୍ବତ ସାଧକ ସମ୍ମାନ ସମାରୋହ

05-Feb-2024



ବଲାଙ୍ଗୀର(ଚିତ୍ରସେନ ବେହେରା ): ଓଡିଆ  ଭାଷା ଭାରତର ଏକ ପ୍ରାଚୀନ ଓ ସମୃଦ୍ଧ ଭାଷା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ  ଓ ନିଷ୍ଠା ଯୋଗୁଁ  ଓଡିଆ  ଭାଷା ଭାରତର ଷଷ୍ଠ  ଶାସ୍ତ୍ରୀୟ ଭାଷା ଭାବରେ ସ୍ବୀକୃତ ହୋଇଛି।ଓଡିଆଭାଷା ପ୍ରତିଷ୍ଠାନ ସ୍ଥାପନ କରାଯାଇଛି।ଓଡିଆ ଉତ୍କର୍ଷ କେନ୍ଦ୍ର ସ୍ଥାପନ ସହ ଓଡିଆ  ଭାଷାର  ସର୍ବୋଚ୍ଚ ନମ୍ବର ପାଇଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଉଛି।  ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଆୟୋଜନ ମଧ୍ୟ  ସାରା ବିଶ୍ବରେ ପ୍ରଥମ ।ତେବେ ବୈଶ୍ବିକ ପ୍ରଭାବରେ ବିଶ୍ବର ବହୁ ସ୍ଥାନୀୟ ଭାଷା ସଂକଟରେ। ଭାଷାର ବହୁଳ ବ୍ୟବହାର ଓ ସମ୍ବର୍ଦ୍ଧନ ହିଁ ଏହି ସଂକଟରୁ ଓଡିଆ ଭାଷାକୁ  ଉଦ୍ଧାର କରି ଦୀର୍ଘତମ ଉପଯୋଗୀ କରିବ ବୋଲି ବିଶ୍ବ ଓଡିଆ ଭାଷା ସମ୍ମିଳନୀର  ଅବସରରେ ଆଜି ବଲାଙ୍ଗୀର ପୌର ପରିଷଦ ତରଫରୁ ଆୟୋଜିତ  ଓଡିଆ ଭାଷା ସାହିତ୍ୟର  ପ୍ରତିଭା ସମ୍ମାନ ସମାରୋହ  ଅବସରରେ ମତ ପ୍ରକାଶ ପାଇଛି।

ବଲାଙ୍ଗୀର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁଙ୍କ ସଭାପତିତ୍ବରେ ରାଜେନ୍ଦ୍ର ପାର୍କ  ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ  ପଦ୍ମଶ୍ରୀ ନରସିଂହ ପ୍ରସାଦ ଗୁରୁ, ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ  ବରେଣ୍ଯ ଅତିଥି ଭାବରେ ଯୋଗ ଦେଇ ଭାଷିକ ସଂକଟର ରକ୍ଷାକର୍ତ୍ତା କେବଳ ସେହି ଭାଷା ର ବ୍ୟବହାରକାରୀ । ଓଡିଆ ଭାଷା କୁ ସମୃଦ୍ଧ କରିବାକୁ ହେଲେ ଏହାର ବହୁଳ ବ୍ୟବହାର ହିଁ ଏକମାତ୍ର ମାର୍ଗ ବୋଲି କହିଥିଲେ। ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ ପରେ ପୌର ନିର୍ବାହୀ ଅଧିକାରୀ ଇଂ ବିଶ୍ବମ୍ଭର ମିଶ୍ର ସ୍ବାଗତ ଭାଷଣ ଦେଇଥିଲେ।ଏହି ଅବସରରେ ଓଡିଆ ଭାଷା ସାହିତ୍ୟକୁ ସମୃଦ୍ଧ କରିଥିବା ସ୍ରଷ୍ଟା ଗାଳ୍ପିକା ଡାକ୍ତର ମଂଜୁବାଳା ପଣ୍ଡା , କବୟତ୍ରୀ ଡାକ୍ତର ଜ୍ୟୋତିର୍ମୟୀ ସାହୁ,  କବି ଡକ୍ଟର ସଂଜୟ କୁମାର ମିଶ୍ର, କବି ସନ୍ଦୀପ କୁମାର କୁଅଁର,କବି ଆନନ୍ଦ ଚନ୍ଦ୍ର ସାହୁ, କବି ବିଜୟ କୁମାର ତ୍ରିପାଠୀ ଙ୍କୁ ଅଙ୍ଗବସ୍ତ୍ର,ପୁଷ୍ପଗୁଚ୍ଛ ଓ ସ୍ମୃତିଫଳକ ଦେଇ  ସମ୍ବର୍ଦ୍ଧିତ

କରାଯାଇଥିଲା।  ଏହା ସହ ଓଡିଆ ରେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସ୍ବର୍ଣ୍ଣ ପଦକ ବିଜୟିନୀ ଆୟେଶା ଖାନମ୍ ତଥା ଓଡିଆରେ ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର  ସ୍ବର୍ଣ୍ଣ ପଦକ ବିଜୟିନୀ  ସୌମ୍ୟା ମଧୁପର୍ଣ୍ଣା ତ୍ରିପାଠୀଙ୍କୁ  ଅଙ୍ଗବସ୍ତ୍ର,ପୁଷ୍ପଗୁଚ୍ଛ ଓ ସ୍ମୃତିଫଳକ ଦେଇ  ସମ୍ବର୍ଦ୍ଧିତ କରାଯାଇଥିଲା। ସମାରୋହକୁ କବି ବିଜୟ କୁମାର ତ୍ରିପାଠୀ  ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମ ରେ ସହରର ବରିଷ୍ଠ ନାଗରିକଙ୍କ  ସମେତ ବହୁ ଜନସାଧାରଣ,ପୌର କାଉନସିଲର ବୃନ୍ଦ ଯୋଗ ଦେଇଥିବା ବେଳେ ପୌର କର୍ମଚାରୀମାନେ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026

You Might Also Like