-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ

05-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ଠାରେ ବ୍ଲକସ୍ତରୀୟ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉତ୍ସବ ସୋମବାର ଅପରାହ୍ନ ୪ଟା ସମୟରେ ଅନୁଷ୍ଠିତ ହୋଇଛି l ପ୍ରଥମ ବିଶ୍ୱ ଓଡିଶା ଭାଷା ସମ୍ମିଳନୀ ଅବସରରେ କଣ୍ଟାମାଲ ଠାରେ ବିଭିନ୍ନ କାର୍ଯ୍ୟକ୍ରମ ମାନ ଆୟୋଜିତ ହୋଇଅଛି l କଣ୍ଟାମାଲ ବ୍ଲକ୍ ଗୋଷ୍ଠୀ ଶିକ୍ଷା  ଅଧିକାରୀ ସନୋଜ କୁମାର ସେଠି ଙ୍କ ଅଧକ୍ଷତାରେ ଅନୁଷ୍ଠିତ  କାର୍ଯ୍ୟକ୍ରମରେ ଜିଲା ଶିଶୁ ମଙ୍ଗଳ ସମିତି ସଦସ୍ୟ ରାଜୀବ

କୁମାର ନାୟକ  ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ l ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୁବ ଗାଳ୍ପିକା ଅବକାଶ ପଧାନ , ଶୁଭେନ୍ଦ୍ର ପ୍ରସାଦ ଦେହୁରୀ , ଏବିଇଓ ଦୁର୍ଗା ଚରଣ

ପ୍ରଧାନ  ଯୋଗ ଦେଇ ଓଡିଆ ଭାଷାର ମହତ୍ୱ ଓ ବ୍ୟବହାରିକତା ନେଇ ଆଲୋଚନା କରିଥିଲେ l  ଶେଷରେ ମଦନ ମୋହନ ବେହେରା ଧନ୍ୟବାଦ ପ୍ରଦାନ କରିଥିବା ବେଳେ ସଂଜୀବ କୁମାର କର୍ଣ୍ଣ , ପ୍ରଫୁଲ କୁମାର ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l  କାର୍ଯ୍ୟକ୍ରମ ରେ ସରକାରୀ ଅଧିକାରୀ , କର୍ମଚାରୀ, ଛାତ୍ର ଛାତ୍ରୀ , ସାଧାରଣ ଲୋକେ ସାମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026

You Might Also Like