-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||     

HOME   ଜିଲ୍ଲା

ଆତ୍ମରକ୍ଷା ତାଲିମ୍ ଶିବିର ଉଦଯାପିତ

05-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ଆଜି ସ୍ଥାନୀୟ ପଞ୍ଚାୟତ ମହାବିଦ୍ୟାଳୟ କଣ୍ଟାମାଳ ରେ ଦୀର୍ଘ ଆଠ ଦିନ ଧରି ଚାଲିଥିବା ଛାତ୍ରୀ ଆତ୍ମରକ୍ଷା ତାଲିମ୍ ଶିବିର

ଉଦଯାପିତ ହୋଇଯାଇଛି, ବରିଷ୍ଠ ସଂସ୍କୃତ ଅଧ୍ୟାପକ ଶ୍ରୀ ଯୁକ୍ତ ପୌଲସ୍ତି ପ୍ରଧାନଙ୍କ ସଭାପତିତ୍ୟୁ ରେ ଅନୁଷ୍ଠିତ ସଭାରେ ଅଧ୍ୟାପିକା ନନ୍ଦିନୀ ସାମନ୍ତରା, କରିଶ୍ମା ତାଣ୍ଡିଆ, ଅଧ୍ୟାପକ ସମୀର ମେହେର,ଯୋଗ ଦେଇ ମତ ବ୍ୟକ୍ତ କରିଥିଲେ, ମାଷ୍ଟର ଟ୍ରେନର୍ ଶିଖା ମଲ୍ଲିକ, ପଞ୍ଚ ଦିନି ଜାନୀ ଉପସ୍ଥିତ ଥିଲେ,ପ୍ରୋଗ୍ରାମ ଅଫିସର୍ ନିର୍ମଳା ଭୋଇ କାର୍ଯକ୍ରମ ପରିଚାଳନା କରିଥିଲେ,ଏହି ତାଲିମ୍ ଶିବିର ଯୁକ୍ତ ଦୁଇ (+୨)ପ୍ରଥମ ବର୍ଷର ସମସ୍ତ ଛାତ୍ରୀ ଯୋଗ ଦେଇ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026

You Might Also Like