-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ଆଦିବାସୀ କ୍ରୀଡା ଓ ସାଂସ୍କୃତିକ ମହୋତ୍ସବ*

06-Feb-2024



ନବରଙ୍ଗପୁର:(ମିହିର ଶଙ୍କର ପାତ୍ର,)
-ଡାବୁଗାଁ ବ୍ଲକ ସଦରମହକୁମା ସ୍ଥିତ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖେଳ ପଡିଆ ଠାରେ ଜିଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ତରଫରୁ ବ୍ଲକ ସ୍ତରୀୟ ଆଦିବାସୀ  କ୍ରୀଡାଓ ସାଂସ୍କୃତିକ ମହୋତ୍ସବ -୨୦୨୪ ସୋମବାର ଉଦଯାପିତ ହୋଇଯାଇଛି | ଏଥିରେ କ୍ରିକେଟ, ଫୁଟବଲ, କବାଡି, ଭଲିବଲ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ୧ମ ସ୍ଥାନ ଅଧିକା କରିଥିବା ଦଳକୁ ୧୫ ହଜାର, ୨ୟ ଦଳକୁ ୧୦ ହଜାର ଓ ୩ୟ ଦଳକୁ ୫ ହଜାର ଆର୍ଥିକ ରାଶି ସହ ପ୍ରମାଣପତ୍ର ଓ ଟ୍ରଫି ପ୍ରଦାନ, ୧୦୦ ମିଟର ଦୌଡ ମହିଳା, ୧୦୦ ମିଟର ଦୌଡ ପୁରୁଷ, କଳସୀ ହାଣ୍ଡି ଦୌଡ, ଜାଭଲିନ ମହିଳା ଓ  ଜାଭଲିନ ପୁରୁଷ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ୧ମ ସ୍ଥାନ ଅଧିକାର କରିଥିବା ଦଳକୁ ୫ ହଜାର, ୨ୟ ଦଳକୁ ୩ ହଜାର ଓ ୩ୟ ଦଳକୁ ୨ ହଜାର ଆର୍ଥିକ ରାଶି ସହ ପ୍ରମାଣପତ୍ର ଓ ଟ୍ରଫି ପ୍ରଦାନ ଏବଂ ଦଳଗତ ନୃତ୍ୟରେ କୃତକାର୍ଯ୍ୟ ହୋଇଥିବା ୧ମ ସ୍ଥାନ ଅଧିକାର କରିଥିବା ଦଳକୁ ୨୦ ହଜାର, ୨ୟ ଦଳକୁ ୧୫ ହଜାର ଓ ୩ୟ ଦଳକୁ ୧୦ ହଜାର ଆର୍ଥିକ ରାଶି ସହ ପ୍ରମାଣପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା | ସାଂସ୍କୃତିକ କାର୍ଯ୍ୟକ୍ରମ ରେ  ଅଧ୍ୟାପକ ରମେଶ ଚନ୍ଦ୍ର ନାହାକ ଓ ଲିପୁଚନ୍ଦ୍ର ମାଝି, ଜିଲା କଳା ସଂସ୍କୃତି ସଂଘ ଉପସଭାପତି କାର୍ତ୍ତିକ ଭତ୍ରା ପ୍ରମୁଖ ବିଚାରକ ଭାବେ ଦାୟିତ୍ଵ ତୁଲାଇଥିଲେ | ଶେଷରେ ପୁରସ୍କାର ବିତରଣ ସଭାରେ  ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଙ୍କ ଅଧ୍ୟକ୍ଷତାରେ  ମୁଖ୍ୟ ଅତିଥି ଭାବେ ଜିଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଉପେନ୍ଦ୍ର ଗଣ୍ଡ, ଉପାଧ୍ୟକ୍ଷା ଭାନୁମତୀ ପୂଜାରୀ, ସଭ୍ୟ ବୁଦୁରାମ ଜାନୀ ଓ ଖଗପତି ପରଜା, ସମ୍ମାନୀତ ଅତିଥି ସମନ୍ଵିତ ଜନଜାତି ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ରାଜୀବ କୁମାର ସାହୁ, ଜିଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର, ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ ଭରତ ଚନ୍ଦ୍ର ସାହୁ ଓ ନିବେଦିତା ବିଶ୍ଵାଳ, ଡାବୁଗାଁ ତହସିଲଦାର ସଦାଶିବ ଭତ୍ରା,  ବିଡିଓ ଶରତ ମାଝି, ଏବିଡିଓ ପଦ୍ମନାଭ ତ୍ରିପାଠୀ, ରାଜ୍ୟସଭା ସାଂସଦ ପ୍ରତିନିଧି ରାମାରାଓ ଚୌଧୁରୀ, ସାଂସଦ ପ୍ରତିନିଧି ଏମ୍. ଆପ୍ପା ରାଓ, ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ବ୍ଲକ ମଙ୍ଗଳ ସଂପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ସହକାରୀ ମତ୍ସ୍ୟ ଅଧିକାରୀ ସୁରେନ୍ଦ୍ର କୁମାର କାଣ୍ଡି, ଜୁନାପାଣି ସରପଞ୍ଚ  ପ୍ରମୁଖ ଉପସ୍ଥିତ ଥିଲେ | ଶିକ୍ଷକ ଗୁପ୍ତେ ପ୍ରସାଦ ନାଗ ମଞ୍ଚ ପରିଚାଳନା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026

You Might Also Like