-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||     

HOME   ଜିଲ୍ଲା

ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର

06-Feb-2024



ବୌଦ୍ଧ ( ପ୍ରେରଣା ଖବର ) : ବୌଦ୍ଧ ଜିଲ୍ଲା ଅନ୍ତର୍ଗତ କଣ୍ଟାମାଳ ହାଇସ୍କୁଲ ଖେଳ ପଡ଼ିଆରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସରକାରଙ୍କ ବିଭିନ୍ନ ଗଠନ ମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ  ଜନସାଧାରଣଙ୍କୁ ଅବଗତ କରାଇବା ସହ ସଚେତନତା ସୃଷ୍ଟି କରାଯାଇଥିଲା।

ଏହି ଅବସରରେ  ମୁଖ୍ୟ ଅତିଥି ଭାବରେ କଣ୍ଟାମାଳ ବ୍ଲକର ଗୋଷ୍ଠି ଉନ୍ନୟନ ଅଧିକାରୀ ଜୟଶ୍ରୀ ରେଡ୍ଡୀ, କଣ୍ଟାମାଳ ଗ୍ରାମ ପଞ୍ଚାୟତର ସରପଞ୍ଚ ଦୀପାଞ୍ଜଳୀ ଖଟୁଆ, ନାଏକ ସରପଞ୍ଚ ଦମୟନ୍ତୀ କଅଁର, କଣ୍ଟାମାଳ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକାଶ କୁମାର ପ୍ରଧାନ, ବରିଷ୍ଠ ଶିକ୍ଷକ ମନୋରଂଜନ ପ୍ରଧାନ ଉପସ୍ଥିତ ଥିଲେ। ପୂର୍ବରୁ ଅନୁଷ୍ଠିତ ହୋଇଥିବ ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ। ପ୍ରୀତି କହଁର ,ବୁଲୁ ବଘାର, ତନୁଶ୍ରୀ ବାଘ, ପଙ୍କଜିନି ପୁଟେଲ, ପ୍ରୀତି କହଁର, ଆଶୁତୋଷ ମିଶ୍ର, ଶ୍ରେୟାଶ୍ରୀ ମିଶ୍ର, ଗୋପକାନ୍ତି କହଁର, ମନୀଷା ବଣ୍ଡକି ପ୍ରମୁଖ ପ୍ରବନ୍ଧ, ବକୃତା ଓ କବିତା ଆବୃତ୍ତି ପ୍ରତିଯୋଗିତାରେ ପ୍ରଥମ, ଦିତ୍ଵୀୟ ଓ  ତୃତୀୟ ସ୍ଥାନ ହାସଲ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026

You Might Also Like