-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||     

HOME   ଜିଲ୍ଲା

ବୌଦ୍ଧ ଜିଲ୍ଳା ସ୍ତରୀୟ ରେଡ଼କ୍ରସ ଶିକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

29-Jan-2024



ବୌଦ୍ଧ ( ପ୍ରେରଣା ଖବର ) : ବୌଦ୍ଧ ଜିଲ୍ଳା  କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଘଣ୍ଟାପଡ଼ା  ସମଲେଶ୍ଵରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ  ଦୁଇ ଦିନ ଧରି ଚାଲିଥିବା କନିଷ୍ଠ ରେଡ଼କ୍ରସ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି। ଜିଲ୍ଳା ଶିକ୍ଷା ଅଧିକାରୀ ଗେନ୍ଦ୍ରା କୁଜୁରୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ  ମହିଧର ରଣା ଓ ସମ୍ମାନୀତ ଅତିଥି ଭାବରେ ଜିଲ୍ଲା ପରିଷଦ ସଦସ୍ୟ ଶ୍ରୀମତୀ ସୁମିତ୍ରା ସାହୁ, ବୌଦ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପେନ୍ଦ୍ର ପ୍ରଧାନ, ଆୟୋଜକ କମିଟିର ସମ୍ପାଦକ ତଥା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପିତବାସ ପଣ୍ଡା, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଆନନ୍ଦ କୁମାର ବେହେରା, ଜିଲ୍ଲା କନିଷ୍ଠ ରେଡ଼କ୍ରସ ଅଧିକାରୀ ନବ କୁମାର ଦୀପ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ସ୍ୱାସ୍ଥ୍ୟ, ସେବା, ଓ ବିଶ୍ବବନ୍ଧୁତା ର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। 

ଅନୁଷ୍ଠିତ ଶିବିରରେ ନାଚ, ଗୀତ, ବକୃତା, ଆଦି ବିଭିନ୍ନ ପ୍ରତିଯୋଗୀତାରେ  କୃତି ଛାତ୍ରଛତ୍ରୀ ପ୍ରତ୍ୟାଶା ପ୍ରିୟଦର୍ଶିନୀ କୁମ୍ଭାର, ପ୍ରତିଭା ସାହୁ, ଚନ୍ଦ୍ରମା ସାହୁ, ରାନୁ ଭୋଇ, ଅନୁଭବ ମେହେର, ଅଙ୍କିତ ପ୍ରଧାନ, ରେଶ୍ମା ମାଝୀ, ପ୍ରିୟମ୍ବଦା ସାହୁ, ପ୍ରିୟଙ୍କା ଭୁକ୍ତା, ସ୍ଵସ୍ତିକ ରଣା, ଦେବାନନ୍ଦ ବିଶି ଓ ଅରୁଣ ମିଶ୍ର  ରାଜ୍ୟ ସ୍ତରୀୟ କନିଷ୍ଠ ରେଡ଼କ୍ରସ ପାଇଁ ମନୋନୀତ ହୋଇଛନ୍ତି।  ସାଧନ କର୍ମୀ ଭାବରେ ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର୍ ରେଡକ୍ରସ୍ ଅଫିସର ରବିଚନ୍ଦ୍ର ପଶାୟତ,  ବଲାଙ୍ଗିର ଜିଲ୍ଲାର  ରେଡକ୍ରସ୍ କର୍ମୀ ରେଡକ୍ରସ୍  ରାମ ନାରାୟଣ ଦାସ, ସୁବର୍ଣ୍ଣପୁର ଜିଲ୍ଲାର ରେଡକ୍ରସ୍ କର୍ମୀ ଚନ୍ଦ୍ରମଣି ବାଘ ଓ ଚନ୍ଦ୍ରଶେଖର ମହାପାତ୍ର ଯୋଗ ଦେଇଥିଲେ ।

କଣ୍ଟାମାଳ ହାଇସ୍କୁଲ ର ଜୁନିଅର୍ ରେଡ଼କ୍ରସ୍ କାଉନସିଲର ବନମାଳୀ ମେହେର ମଞ୍ଚ ପରିଚାଳନା କରିଥିବାବେଳେ ବୌଦ୍ଧ ଜିଲ୍ଳା ଜୁନିଅର୍ ରେଡ଼କ୍ରସ୍ ଅଫିସର ନବ କିଶୋର ଦୀପ  ଧନ୍ୟବାଦ ଅର୍ପଣ କରିଥିଲେ।  ଶିବିରରେ ସ୍ଥାନୀୟ ବିଦ୍ୟାଳୟର ସମସ୍ତ  ଶିକ୍ଷକ , କର୍ମଚାରୀ ଓ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ରେଡକ୍ରସ୍ କାଉନସିଲର ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026

You Might Also Like