-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||     

HOME   ଜିଲ୍ଲା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସମ୍ପର୍କୀୟ ଭାଇଙ୍କ ଆକ୍ରମଣର ଶିକାର ହେଲେ ବଡ ଭାଇ

06-Feb-2024



ସଇଁତଳା (ପ୍ରେରଣା ଖବର ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସମ୍ପର୍କୀୟ ଭାଇଙ୍କ ଆକ୍ରମଣର ଶିକାର ହେଲେ ବଡ ଭାଇ l ବଡ ଭାଇ ଲହୁଲୁହାଣ ହୋଇ ହସ୍ପିଟାଲ ରେ ଭର୍ତ୍ତି ହୋଇଛନ୍ତି l ଏପରି କିଛି ଅଭାବନୀୟ ଘଟଣା ଘଟିଛି ସଇଁତଳା ଥାନା ଅନ୍ତର୍ଗତ ମଙ୍ଗଳlମୁଣ୍ଡା ଗାଁ ରେ l ସୂଚନାରୁ ପ୍ରକାଶ ଯେ, ଏହି ଗାଁ ର ଲଷ୍ମୀ ପ୍ରସାଦ ପ୍ରଧାନ (୫୫) ଘରୁ ବାହାରି ଯାଉଥିବା ସମୟରେ ଲଷ୍ମୀ ପ୍ରସାଦଙ୍କ ସମ୍ପର୍କୀୟ ଭାଇ ବିଶ୍ୱ ରାଜ ପ୍ରଧାନ ତାଙ୍କୁ ଲୁହା ରଡ଼ ରେ ମରଣାନ୍ତକ ଆକ୍ରମଣ କରି ଲହୁଲୁହାଣ କରିଦେଇଥିଲା l ଜମିବାଡି ଗଣ୍ଡଗୋଳକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ଜଣାପଡିଛି l ଆକ୍ରମଣରେ ଲଷ୍ମୀପ୍ରସାଦ ଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗିଛି ଗୁରୁତର ଭାବେ ଆହତ ହୋଇଥିବା ଜଣାପଡିଛି l ଘଟଣା ପରେ ସଇଁତଳା ଥାନାରେ ଲିଖିତ ଅଭିଯୋଗ ହୋଇଥିଲେ ମଧ୍ୟ ଏ ପର୍ଯ୍ଯନ୍ତ ଆକ୍ରମଣକାରୀଙ୍କୁ ପୋଲିସ ଗିରଫ କରି ପାରି ନାହିଁ l     ଆକ୍ରମଣର ଶିକାର ହୋଇଥିବା ଲଷ୍ମୀପ୍ରସାଦ    ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲ ସର୍ଜରୀ ୱାର୍ଡରେ ଭର୍ତ୍ତି ହୋଇଛନ୍ତି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026

You Might Also Like