-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ରାଜ୍ୟ

ରାଜ୍ୟସ୍ତରରେ ବୌଦ୍ଧ ଜିଲ୍ଲା ଜୁନିଅର୍ ରେଡକ୍ରସ୍ ସ୍ଵେଚ୍ଛାସେବୀଙ୍କ ସଫଳତା 

06-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ):  ମାନନୀୟ ସେବା ପ୍ରଦାନକାରୀ ସଂସ୍ଥା ରାଜ୍ୟ ଜୁନିଅର୍ ରେଡକ୍ରସ୍ ଆନୁକୁଲ୍ୟରେ ଭୁବନେଶ୍ୱର ଠାରେ ପଞ୍ଚଦିବସୀୟ ଶିକ୍ଷା ତଥା ପ୍ରଶିକ୍ଷଣ ଶିବିରରେ ବୌଦ୍ଧ ଜିଲ୍ଲାର ଜୁନିଅର୍ ରେଡକ୍ରସ୍ ସ୍ଵେଚ୍ଛାସେବୀମାନେ  ସଫଳତା ସହ ଯୋଗଦାନ କରି ବୌଦ୍ଧ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି l

ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଓଡ଼ିଶା ରାଜ୍ୟ ଶାଖା ରେଡକ୍ରସ୍ ସୋସାଇଟିର ସମ୍ପାଦକ ଡ. ମେଜର କଳ୍ପନା ଦାସ, ରଜ୍ୟ ରେଡକ୍ରସ୍  ଅବୈତନିକ ସମ୍ପାଦକ ବିଭୂତି ଭୂଷଣ ପଟ୍ଟନାୟକ, ଓଲିଓଡ଼ ସିନେ ଅଭିନେତା ସବ୍ୟସାଚୀ ମିଶ୍ର, ଓଡ଼ିଶା ରାଜ୍ୟ ଶାଖାର  ଜୁନିଅର୍ ରେଡକ୍ରସ୍ ଅଫିସର ଲକ୍ଷ୍ମଣ ସ୍ୱାଇଁ ପ୍ରମୁଖ ମଞ୍ଚାସିନ ରହି ବକ୍ତଵ୍ୟ ରଖିଥିଲେ ଓ କୃତି ଛାତ୍ରଛାତ୍ରୀ ଜୁନିଅର୍ ମନଙ୍କୁ ପୁରସ୍କୃତ କରିଥିଲେ l ଆୟୋଜିତ ହୋଇଥିବା ନଅ ଗୋଟି ପ୍ରତିଯୋଗୀତା ରୁ ଦୁଇ ଗୋଟି ପ୍ରତିଯୋଗୀତାରେ ବୌଦ୍ଧ ଜିଲ୍ଲା ଅନ୍ତର୍ଗତ କଣ୍ଟାମାଳ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ପ୍ରତିଭା ସାହୁ କୁଇଜରେ ଦ୍ୱିତୀୟ , ସେହି ବିଦ୍ୟାଳୟର ଜୁନିଅର୍ ପ୍ରତ୍ୟଶା  ପ୍ରିୟଦର୍ଶିନୀ କୁମ୍ଭାର, ଚନ୍ଦ୍ରମା ସାହୁ, ପ୍ରତିଭା

ସାହୁ, ରାନୁ ଭୋଇ ସମୂହ ସଙ୍ଗୀତ ରେ ତୃତୀୟ ସ୍ଥାନ ଅଧିକାର କରିଥିବାରୁ ଅତିଥିଙ୍କ ଠାରୁ ପ୍ରମାଣ ପତ୍ର ଓ  ବିଜୟ ସ୍ମାରକ ପାଇ ପୁରସ୍କୃତ ହୋଇଛନ୍ତି l ଏହି ଜୁନିଅରମାନଙ୍କୁ କଣ୍ଟାମାଳ ବ୍ଲକ ଜୁନିଅର୍ ରେଡକ୍ରସ୍ ସଂଯୋଜକ ବନମାଳୀ ମେହେର ଓ ତେଲିବନ୍ଦ ହାଇସ୍କୁଲର ଗାଇଡ ଜୁନିଅର୍ କାଉନସିଲର ସ୍ୱାଗତିକା ପଧାନଙ୍କ ନେତୃତ୍ୱରେ ରାଜ୍ଯ ସ୍ତରୀୟ ଶିବିରରେ ଯୋଗ ଦେଇଥିଲେ l ବୌଦ୍ଧ ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦ୍ରା କୁଜୁରୁ, ଅତିରିକ୍ତ ଜିଲ୍ଳା ଶିକ୍ଷା ଅଧିକାରୀ  ଘନଶ୍ୟାମ ମେହେର, ଶାରିରୀକ ଶିକ୍ଷା ଅଧିକାରୀ ଆନନ୍ଦ କୁମାର ବେହେରା, ଜିଲ୍ଲା ଜୁନିୟର ରେଡ଼କ୍ରସ୍ ଅଫିସର ନବକିଶୋର ଦୀପ, କଣ୍ଟାମାଳ ହାଇସ୍କୁଲ୍ ପ୍ରଧାନ ଶିକ୍ଷକ ପ୍ରକାଶ କୁମାର ପ୍ରଧାନ ତଥା ଅନ୍ୟାନ୍ୟ ବୁଦ୍ଧିଜୀବୀଗଣ ସଫଳତା ନିମନ୍ତେ  ଜୁନିଅର ମାନଙ୍କୁ ଶୁଭେଛା ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like