-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||     

HOME   ରାଜ୍ୟ

ଅନୁଭବ-ବର୍ଷା ବିବାଦରେ ଆଉ ଏକ ମୋଡ : ଡିଜିପିଙ୍କୁ ସୁରକ୍ଷା ମାଗିଲେ

20-Dec-2020



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) - ଅନୁଭବ ବର୍ଷା ବିବାଦରେ ପ୍ରତିଦିନ ଏକ ନୂଆ ନୂଆ ମୋଡ ଯୋଡି ହେବାରେ ଲାଗିଛି । କେବେ ବର୍ଷା ଅନୁଭବ ନାଁରେ ଥାନାରେ ଅଭିଯୋଗ କରୁଛନ୍ତି ତ ଆଉ କେବେ ସାଂସଦ ଅନୁଭବ ମହାନ୍ତି ନିଜ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ପରିବାର ନାଁରେ ଅଭିଯୋଗ ଆଣୁଛନ୍ତି । ଏଭଳି ସ୍ଥିତିରେ ଏହି ଦୁଇ ଜଣଙ୍କ ଭାଇରାଲ୍ ଅଡିଓ ଓ ଭିଡିଓ ନିଆଁରେ ଘିଅ ଢାଳିବା ଭଳି ଏହି ବିବାଦକୁ ଆହୁରି ବଢାଉଛି ।

ତେବେ ଦୁଇ ଦିନ ତଳେ ଅଭିନେତ୍ରୀ ବର୍ଷା ପ୍ରୀୟଦର୍ଶିନୀ ଗୋଟିଏ ଭିଡିଓକୁ କେନ୍ଦ୍ର କରି ସ୍ୱାମୀ ଅନୁଭବଙ୍କ ନାଁରେ ପୁରିଘାଟ ଥାନାରେ ଲିଖିତ ଅଭିଯୋଗ କରିôତଲେ ଯେ ଅନୁଭବ ମହାନ୍ତି ଓ ତାଙ୍କ ସହଯୋଗୀ ବର୍ଷାଙ୍କ ସମ୍ନାନରେ କ୍ଷତି ପହଞ୍ଚାଉଛନ୍ତି ଏବଂ ଆଜି ଏହାପରେ ଏହି ବିବାଦରେ ପୁଣି ଏକ ନୂଆ ମୋଡ ଯୋଡି ହୋଇଛି ଯେତେବେଳେ କି ଖୋଦ୍ ଅନୁଭବ ମହାନ୍ତି ଗୋଟିଏ ଭାଇରାଲ୍ ଅଡିଓକୁ ନେଇ ଡିଜିପି ଅଭୟଙ୍କ ପାଖକୁ ଚିଠି ଲେଖି ସୁରକ୍ଷା ମାଗିଛନ୍ତି ।

ଅନୁଭବ ଚିଠିରେ ତାଙ୍କ ଓ ତାଙ୍କ ପରିବାର ଲୋକଙ୍କ ଜୀବନ ପ୍ରତି ବିପଦ ଥିବା ଅଭିଯୋଗ କରିଛନ୍ତି ଏବଂ ସମ୍ପୃକ୍ତ ଅଡିଓରେ ଅନୁଭବ ଓ ତାଙ୍କ ପରିବାର ଲୋକଙ୍କୁ କ୍ଷତି ପହଞ୍ଚାଇବା ପାଇଁ ଯୋଜନା କରାଯାଉଥିବା ଅଭିଯୋଗ କରିଛନ୍ତି । ଏଥି ସହିତ ଅଡିଓ ଟି କେଉଁ ଭଳି ଭାବରେ ଭାଇରାଲ ହେଉଛି ଏବଂ କିଏ କରୁଛି ତାକୁ ନେଇ ତଦନ୍ତ ହେବା ଦରକାର ବୋଲି ଅନୁଭବ ଚିଠି ମାଧ୍ୟମରେ ହିଜିପିଙ୍କୁ ଅବଗତ କରାଇଛନ୍ତି । ଏଥି ସହିତ ତାଙ୍କ ଜୀବନ ପ୍ରତି ବିପଦ ଥିବା ଦାର୍ଶାଇ ତାଙ୍କୁ ସୁରକ୍ଷା ଦିଆଯାଉ ବୋଲି ଅନୁଭବ ଡିଜିପିଙ୍କୁ ସୁରକ୍ଷା ମାଗିଛନ୍ତି ।

ଏହା ସହିତ ସେ ଏହି ବିବାଦ ଭିତରକୁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଟାଣିଛନ୍ତି ସାଂସଦ ଅନୁଭବ ମହାନ୍ତି । ବୈଜୟନ୍ତଙ୍କ ନାଁ ନନେଇ ଅନୁଭବ ଲେଖିଛନ୍ତି ଯେ ଏକ ଜାତୀୟ ରାଜନୈତିକ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷଙ୍କୁ ଲକ୍ଷ ଲକ୍ଷ ଭୋଟରେ ହରାଇ ସେ ଲୋକସଭାକୁ ନିର୍ବାଚିତ ହୋଇଛନ୍ତି । ତାଙ୍କର ଭୟ ଯେ ସେ ଏହି ମାରାତ୍ମକ ଷଡ଼ଯନ୍ତ୍ରରେ ସଂପୃକ୍ତ ଅଛନ୍ତି ଓ ତାଙ୍କର ସମ୍ମାନ କ୍ଷୁର୍ଣ୍ଣ କରିବାକୁ ଷଡ଼ଯନ୍ତ୍ରକାରୀଙ୍କୁ  ଆର୍ଥିକ ସହାୟତା ଦେଉଛନ୍ତି ।




 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026

You Might Also Like