-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ୧୯ତମ ପାତାଳି ମହୋତ୍ସବ ର ଚୁଡାନ୍ତ ପ୍ରସ୍ତୁତି ବୈଠକ

06-Feb-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀମତି ଅନ୍ୟା ଦାଶ ଙ୍କ ପୈ।ରହିତ୍ୟରେ ଚଳିତ ଫେବୃୟାରୀ ୧୦ ତାରିଖ ଠାରୁ ୧୭ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ୧୯ତମ ପାତାଳି ମହୋତ୍ସବ ର ଚୁଡାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ପ୍ରଥମେ ବୀରମହାରାଜପୁର ଉପଜିଲ୍ଲାପାଳ  ଲଲାଟେନ୍ଦୁ ସି ପ୍ରାରମ୍ଭିକ ସୂଚନା ଦେବାସହ ସ୍ଵାଗତ ସଂଭାଷଣ ପ୍ରଦାନ କରିଥିଲେ। ପାତାଳି ଟ୍ରଷ୍ଟ ର ବରିଷ୍ଠ ସଦସ୍ୟ  ପୂର୍ଣ୍ଣଚନ୍ଦ୍ର ପାଢ଼ୀ ପୀଠର ମହାତ୍ମ୍ୟ ବର୍ଣ୍ଣନା କରିବା ସହ ଗତ ବର୍ଷର ଆୟବ୍ୟୟ ର ବିବରଣୀ ପ୍ରଦାନ କରି ଚଳିଡ ବର୍ଷ ପାଇଁ ବ୍ୟୟ ଅଟକଳ ଉପସ୍ଥାପନ କରିଥିଲେ। ଜିଲ୍ଲା ପାଳ ଶ୍ରୀମତି ଦାଶ  ଉକ୍ତ ବୈଠକରେ ଉପସ୍ଥିତ ସମସ୍ତ ଅଧିକାରୀ ଙ୍କୁ ମହୋତ୍ସବ ର ସଠିକ ପରିଚାଳନା ପାଇଁ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେବା ସହ ଆସନ୍ତା କାଲି ସମସ୍ତ ଅଧିକାରୀ ପାତାଳି କ୍ଷେତ୍ରରେ ମିଳିତ ଭାବରେ ପହଞ୍ଚି ତଦାରଖ କରିବାସହ ସମସ୍ତ ବ୍ୟବସ୍ଥା କରିବାକୁ ପରାମର୍ଶ କରିଥୁଲେ। ଆଜିର ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଲିନା ପ୍ରଧାନ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ, ଉଲୁଣ୍ଡା ବିଡିଓ କରିସ୍ମା ବେଶ୍ରା, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ କୁମାର ପାଣିଗ୍ରାହୀ,ଏଡି ଏଚ୍ ହୃଷିକେଶ ଦାଶ, ଅଗ୍ନିଶମ ଅଧିକାରୀ ଧନଞ୍ଜୟ ମଲ୍ଲିକ, ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ ରମେଶ ଚନ୍ଦ୍ର ସ୍ବାଇଁ ଙ୍କସହ ଜିଲ୍ଲାର ପୋଲିସ ଅଧିକାରୀ, ଜନସ୍ୱାସ୍ଥ୍ୟ, ବିଦ୍ୟୁତ, ଜଙ୍ଗଲ, ପିଡବ୍ଲୁଡି,ଆର୍ ଡି ବିଭାଗର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଙ୍କ ସମେତ, ପାତାଳି ଟ୍ରଷ୍ଟ ର ସଂପାଦକ ଉତ୍ତର କୁମାର ପାତ୍ର, ଟ୍ରଷ୍ଟ ସଦସ୍ୟ ଦିଲିପ ପାତ୍ର, ମହାଦେବ ସାହୁ, ଜାନକୀ ରାମ ଦେହେରୀ, ନଳିନୀ କାନ୍ତ ବାଘ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like