-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶା ଚାଷୀ ଋଣ ଛାଡ କର ମୁଖ୍ଯମନ୍ତ୍ରୀ : ରାଜ୍ଯ ଯୁବ ସମ୍ପାଦକ ଅଜିତ 

06-Feb-2024



କଣ୍ଟାବାଞ୍ଜି,: ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଠରେ ବିଜୁ ଯୁବ ଜନତା ଦଳ ରାଜ୍ଯ ସମ୍ପାଦକ ଅଜିତ ଯୋଶୀ ସୋମବାର ସାମ୍ବାଦିକ ସମ୍ମିଳନୀ ରେ ପଶ୍ଚିମ ଓଡିଶା ର ଚାଷୀ ଙ୍କ ଋଣ ଛାଡ ପାଇଁ ସେ ଦାବୀ କରିଛନ୍ତି। ଯୁବ ସଂପାଦକ ଅଜିତ କହିଛନ୍ତି ଯେ ସବୁ ବେଳେ ଆମେ ଭାରତ ବର୍ଷ ରେ ଚାଷୀ ହେଉଛି ଆମ ଲଷ୍ମୀ ଚାଷୀ ହସିଲେ ଦିଶ ହସେ ବୋଲି କହି ଥାଉ। ସେଥି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଙ୍କୁ ଅନୁରୋଧ କରୁଛି ଯେ ପଶ୍ଚିମ ଓଡିଶା ର ଚାଷୀ ଙ୍କ କୃଷି କ୍ଷେତ୍ର ରେ ଯେଉଁ ସବୁ ଋଣ ସମସ୍ତ ବ୍ୟାଙ୍କ ରୁ ନେଇଛନ୍ତି। ତାହା ସବୁ ଛାଡ କରାଯାଉ। ଚାଷୀ ଙ୍କ ପାଇଁ ରାଜ୍ୟ ସରକାର ସବୁ ବେଳେ ଅନେକ ଯୋଜନା କରୁଛନ୍ତି କିନ୍ତୁ ପଶ୍ଚିମ ଓଡିଶା ହେଉଛି ଆଦିବାସୀ ବହୁଳ ଅଞ୍ଚଳ ଏହି ଅଞ୍ଚଳ ଚାଷୀ ଙ୍କୁ ଅନେକ ଅସୁବିଧା ହେଉଥିବା ବେଳେ ଏବେ ଜଳ ସେଚନ ସୁବିଧା ଯୋଗାଇ ତାଙ୍କ ଦୁଃଖ ଦୂର କରୁଛନ୍ତି ରାଜ୍ଯ ସରକାର। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳି ପାଇଁ ରାଜ୍ଯ ସରକାର ଜନ ସେଚନ ର ସୁବିଧା କରିଥିବା ବେଳେ ଆଜିବି କଣ୍ଟାବାଞ୍ଜି ଅଞ୍ଚଳ କିଛି ଯାଗାକୁ ପାଣି ପହଞ୍ଚିବା ରେ ବିଳମ୍ବ ହେଉଛି। ତେଣୁ କଣ୍ଟାବାଞ୍ଜି ର ଅଞ୍ଚଳ ର ଚାଷୀ ଋଣ ଆଣି ଚାଷ କରିବା ରେ ବିଫଳ ହେବା ପରେ ବାଧ୍ଯ ହୋଇ ଚାଷୀ ରାଜ୍ଯ ବାହାର କୁ କାମ କରି ଯାଇ ଋଣ ସୁଜୁଛି ତେଥି ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡିଶା ଚାଷୀ ଙ୍କ ଋଣ ଛାଡ କରିବା ସେ ନିବେଦନ କରିଛନ୍ତି। ଏବଂ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳି ଚାଷୀ ଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଶ୍ରୀ ଯୋଶୀ ଅନୁରୋଧ କରିଛନ୍ତି।

(ରୋହନ ମହତ୍ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like