-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ଆଗଲପୁର ରେ ସର୍ବ ଭାରତୀୟ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ

06-Feb-2024



ଆଗଲପୁର, (ପ୍ରେରଣା ଖବର) ଆଗଲପୁର ବ୍ଲକ ଆଗଲପୁର ହାଇସ୍କୁଲ ପଡିଆରେ ସର୍ବ ଭାରତୀୟ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି l ଆଗଲପୁର ଏଥଲେଟିକ ଆନୁକୁଲ୍ୟରେ ଉକ୍ତ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୋଟ ୮ ଟି ଦଳ ଅଂଶଗ୍ରହଣ କରିଛନ୍ତି l ଏହି ଦଳ ଗୁଡିକ ହେଲେ ପଦମପୁର, ସୁନ୍ଦରଗଡ଼ ,  ଭିଲାଇ , କୁଚିଣ୍ଡା , ସମ୍ବଲପୁର , ବିଶାଖାପାଟଣା , ବି. ଏମ୍ ପୁର ଓ ବୁର୍ଲ୍ଲl l ପ୍ରଥମ ଦିନ ତଥା ଆଜି ର ମ୍ୟାଚ ରେ ପାଦମ୍ ପୁର ଓ ସୁନ୍ଦରଗଡ଼ ମଧ୍ୟରେ ହୋଇଥିଲା l ଏଥିରେ ସୁନ୍ଦରଗଡ଼ ଦଳ ପଦମପୁର ଦଳକୁ 2-0 ଗୋଲ ଦେଇ ବିଜୟୀ ହୋଇଥିବା ଏଥଲେଟିକ ପକ୍ଷରୁ ପ୍ରକାଶ l ଆଜି  ତଥା ପ୍ରଥମ ଦିନର ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ଜିଲ୍ଲା ଫୁଟବଲ ସଂଘର ସଭାପତି ଶ୍ରୀକର ମିଶ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଯୁବ ନେତା ଆକାଶ ମିଶ୍ର , ବଲାଙ୍ଗୀର ଜିଲ୍ଲା ଫୁଟବଲ ସଂଘର ଚେୟାରମେନ ପ୍ରଭାତ ମିଶ୍ର ,  ଆଗଲପୁର ଥାନା ଅଧିକାରୀ ବାସୁଦେବ ଭୋଇ , +2 କଲେଜ ର ବରିଷ୍ଟ କିରାଣୀ କିଶୋର ଚନ୍ଦ୍ର ତ୍ରିପାଠୀ ଏବଂ ଆଗଲପୁର ଏଥଲେଟିକ ଏସୋସିଏସନ ର ସଭାପତି ଭିକାରୀଚରଣ ବାଗ ମଂଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ l ଏଥିରେ ଖେଳ ପରିଚାଳକ ଭାବେ ପ୍ରଶାନ୍ତ ବେହେରା,  ଅଶ୍ଵିନୀ ବରିହା , ସଞ୍ଜୀବ ମହାରଣା , ନବୀନ ବେହେରା ପରିଚାଳନା କରିଥିଲେ l ଆଗଲପୁର ଏଥଲେଟିକ ଏସୋସିଏସନ ର ସମ୍ପାଦକ ବ୍ୟୋମକେସ ପାଠୀ ଓ ଆୟୋଜକ ସୁଧାଂଶୁ ସେଠ୍ ସହିତ କମିଟି ଓ ଗ୍ରାମବାସୀ ,ଅଞ୍ଚଳବାସୀ ଙ୍କ ସହଯୋଗ ରହିଛି ଆଜିର ମେଚ ରେ ପ୍ରାୟ 5 ହଜାର ଦର୍ଶକ ଦେଖିବାକୁ ଆସିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like