-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||     

HOME   ଜିଲ୍ଲା

ସ୍ବର୍ଗତ ପ୍ରସନ୍ନ ପଣ୍ଡା ଙ୍କ ସ୍ମୃତି ଉଦ୍ଧେଶ୍ୟରେ ମାଗଣା ସ୍ଵାସ୍ଥ୍ୟ ପରୀକ୍ଷା ଶିବିର

06-Feb-2024



ସୋନପୁର ( ମନୋରଞ୍ଜନ ତ୍ରିପାଠୀ )
ସୋନପୁର  ଏନ୍ ଜି ଓ ସି ସି ହଲ୍ ଠାରେ ସୋନପୁର ମହାରାଜା ହାଇସ୍କୁଲ ର ଆଦର୍ଶ  ଗଣିତ ଶିକ୍ଷକ ତଥା, ଗୀତା ଭାଷ୍ୟ ସଙ୍କଳନ ର ରଚୟିତା ପ୍ରସନ୍ନ କୁମାର ପଣ୍ଡା ଙ୍କ ସ୍ମୃତି ଉଦ୍ଧେଶ୍ୟ ରେ ଏକ ମାଗଣା ସ୍ଵାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଟିତ ହୋଇଛି l ଏଥିରେ ଶତାଧିକ ଲୋକେ ଚକ୍ଷୁ ପରୀକ୍ଷା ସମେତ ନାସା ଗଳା କର୍ଣ ର ପରୀକ୍ଷା ଓ ସୁଗର ବ୍ଲଡ ପ୍ରେସର୍ ପରୀକ୍ଷା କରାଯାଇଥିଲା  । ଏହି ଶିବିର କୁ ସୁବର୍ଣ୍ଣପୁର ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପଧାନ, ଅବକାରୀ ଅଧିକ୍ଷୀକା ସୁମତି ତ୍ରିପାଠି, ପୌର ପରିଷଦ ଅଧ୍ୟକ୍ଷl  ତାମସି ତାମସ୍ମିତା ନାଏକ, ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ,ମହାନଦୀ ନେତ୍ର ଚିକିତ୍ସାଳୟ ଆଖି ଡ଼ା ପ୍ରଶାନ୍ତ ସିଂହ, ନାଶା ଗଳା କର୍ଣ୍ଣ ବିଭାଗ ର ସ୍ଥାନୀୟ ଡାକ୍ତର ଲକ୍ଷ୍ମଣ ପଣ୍ଡା ଯୋଗ ଦେଈ ଏଭଳି ମହତ୍ ଅୟୋଜନ କୁ ଭୂୟସୀ ପ୍ରଶଂସା କରି ଏହି ସେବା କୂ ଆଗକୁ ବ୍ୟାପକ କରିବାକୁ ଆୟୋଜକ ଙ୍କୁ ଉତ୍ସାହିତ କରିଥିଲେ l ଆଇନ୍ ଜିବୀ ପ୍ରଦୀପ ପୁରୋହିତ ମହତ୍ ସେବା ଶିବିର ଉପରେ  ବକ୍ତବ୍ୟ ରଖିଥିଲେ l ଶିବିର ର ଆୟୋଜକ ପଠାଣ କୁମାର ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଶିବିର ପରିଚାଳନା କରା ଯାଇଥିବା ବେଳେ , ମହାନଦୀ ନେତ୍ର ଚିକିତ୍ସାଳୟ, ଓ କ୍ୟୁର୍ବା ସ୍ଵାସ୍ଥ୍ୟ ସେବା ସଂସ୍ଥା ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ ।  ସ୍ୱଚ୍ଛ ଭାରତ ସଂଗଠନ , ଗୋପlଲ ଜି ଯୋଗଳୟ , ରକ୍ତ ଦାତା ସଂଘ, ସାମ୍ୱାଦିକ ସଂଘ , ବରିଷ୍ଠ ନାଗରିକ ସଂଘ, ବାପୁଜୀ କ୍ଳବ୍, ପଏଁରି , କୃଷକ ସଂଘ, ଅଣ ଗେଜେଟେଡ କର୍ମଚାରୀ ସଂଘ ସମେତ ପ୍ରମୁଖ ସ୍ୱେଚ୍ଛାସେବୀ ସଂଗଠନ ସହଯୋଗ କରିଥିଲେ l ସଭାକୁ  ମନୋରଞ୍ଜନ ତ୍ରୀପାଠୀ ସଂଯୋଜନl କରିଥିବା ବେଳେ ସମାଜସେବୀ ମନୋଜ୍ ପଣ୍ଡା ଧନ୍ୟବାଦ୍ ଅର୍ପଣ କରିଥିଲେ l ସାମ୍ୱାଦିକ ମହାଦେବ ମଲ୍ଲିକ, ରଞ୍ଜନ ବାରିକ୍, ଭାସ୍କର ଦାଶ, ଶୁଶାନ୍ତ ପଣ୍ଡା ,  ସମlଜସେବି ଇନ୍ଦୁ ମତି ପୁରୋହିତ ପ୍ରମୁଖ ସମସ୍ତ ସାମ୍ୱାଦିକ ସକ୍ରିୟ ସହଯୋରେ କରି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026

You Might Also Like