-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||     

HOME   ରାଜ୍ୟ

ରାହୁଲ ଙ୍କ ଭାରତ ଯୋଡ ଯାତ୍ରା , ସୁନ୍ଦରଗଡ଼ ଜିଲ୍ଲାର ଵିରମିତ୍ରପୁର ଠାରେ ପହଞ୍ଚିଲେ ରାହୁଲ ଗାନ୍ଧୀ

06-Feb-2024



ରାଉରକେଲା (ପ୍ରେରଣା ଖବର ): ସୁନ୍ଦରଗଡ଼ ଜିଲ୍ଲାର ଵିରମିତ୍ରପୁର ଠାରେ ପହଞ୍ଚିଲେ ରାହୁଲ ଗାନ୍ଧୀ। ସୁନ୍ଦରଗଡ଼ ଜିଲ୍ଲାରୁ ଭାରତ ଯୋଡ ନ୍ୟାୟ ଯାତ୍ରା ଆରମ୍ଭ କଲେ ରାହୁଲ ଗାନ୍ଧୀ। ଜାତୀୟ ଓ ରାଜ୍ୟ ସ୍ତରର ଵହୁ କଂଗ୍ରେସ ନେତା ଯାତ୍ରାରେ ସାମିଲ ହୋଇଛନ୍ତି। ଆଜି ରାତିରେ ଵିଜାଵାହାଲ ରାମପାଲ ଗ୍ୟାମରେ ରାତ୍ରି ଯାପନ କରିବେ।  ଆସନ୍ତାକାଲି ସକାଳେ ରାଉରକେଲା ସହରର ଉଦିତନଗର ଠାରୁ ପାନପୋଷ ଛକ ପର୍ଯ୍ୟନ୍ତ ପଦଯାତ୍ରା  କରିବେ। ରାଉରକେଲା ସହରର ପାନପୋଷ ଛକଠାରେ ସାଧାରଣ ସଭାରେ ରାହୁଲ ଗାନ୍ଧୀ ଯୋଗ ଦେଵେ। ଆସନ୍ତାକାଲି ରାଉରକେଲା ସହରରୁ ରାଜଗାଙ୍ଗପୁର, କୁତ୍ରା ଦେଇ ସୁନ୍ଦରଗଡ଼ ଯାତ୍ରା କରିବେ। ରାହୁଲ ଗାନ୍ଧୀ ଆସନ୍ତାକାଲି ରାତିରେ ଝାରସୁଗୁଡ଼ା ଅମଲିପାଲି ପଡ଼ିଆରେ ରାତ୍ରୀ ଯାପନ କରିବେ। ଆସନ୍ତା 8ତାରିଖ ରାହୁଲ ଗାନ୍ଧୀ ଝାରସୁଗୁଡ଼ା ପୁରୁଣା ବସଷ୍ଟାଣ୍ଡ ମହାତ୍ମା ଗାନ୍ଧି ଛକ ନିକଟରୁ ଯାତ୍ରା ଆରମ୍ଭ କରିବେ। ୮ତାରିଖ ଅପରାହ୍ନରେ ରାହୁଲ ଗାନ୍ଧୀ ଛତିସଗଡ ଅଭିମୁଖେ ଯାତ୍ରା କରିବାର କାର୍ଯକ୍ରମ ରହିଛି।


News Comment




Photo in News

Advertisment
Lastest News
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026

You Might Also Like