-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||      ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   (21-Jun-2026)       ||      ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   (21-Jun-2026)       ||      ପ୍ରଖ୍ୟାତ ଓଡ଼ିଶୀ ନ୍ୟୁତ୍ୟଶିଳ୍ପୀ ଶାଶ୍ୱତ ଯୋଶୀଙ୍କ ମାତୃ ବିୟୋଗ    (21-Jun-2026)       ||      ପତଞ୍ଜଳି ପରିବାର ବୁର୍ଡା ଆନୁକୁଲ୍ୟ ରେ 12 ତମ ବିଶ୍ୱ ଯୋଗ ଦିବସ ଅନୁଷ୍ଠିତ   (21-Jun-2026)       ||      ବଲାଙ୍ଗିରରେ ଆଡମ୍ବର ସହକାରେ ପାଳିତ ହେଲା ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      କଟକ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ର ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ    (21-Jun-2026)       ||     

HOME   ଜିଲ୍ଲା

ଧୂମଧାମରେ ପାଳିତ ହେଲା ଚିକିଲି ମଣ୍ଡେଇ*

06-Feb-2024



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର,)
 ସଂପୂର୍ଣ୍ଣ ପାରମ୍ପରିକ ମଣ୍ଡେଇ ଯାତ୍ରା ପାଳିତ ହୋଇ ଯାଇଛି ଚିକିଲି ଗାଁ ରେ । ବିଭିନ୍ନ ଗ୍ରାମରୁ ଗ୍ରାମ ଦେବାଦେବୀ ଙ୍କ ଲାଠୀ, କୁରୁଚି ଏବଂ ବିମାନ ମାଁ କଙ୍କାଳୁଣୀ ମନ୍ଦିର ନିକଟରେ ଏକତ୍ରିତ ହୋଇ ବଜାର ପରିକ୍ରମା କରିଛନ୍ତି। ମାଁ କଙ୍କାଳୁଣୀ, ଠାକୁରାଣୀ, ଚାଉଁରୀଆ, ଭୈରବ, ପେଣ୍ଡରାଣୀ ଇତ୍ୟାଦି ଗ୍ରାମ ଦେବାଦେବୀ ଙ୍କ ଆଶୀର୍ବାଦ ପ୍ରାପ୍ତି ପାଇଁ ମନ୍ଦିର ଗୁଡିକ ରେ ଭିଡ ଦେଖିବାକୁ ମିଳିଥିଲା।ଏହି ଅବସରରେ ଚିକିଲି ଗାଁ ର ମୂଖ୍ୟ ପୂଜାରୀ ଲୁଳାରାମ ପୂଜାରୀ, ମଙ୍ଗରାଜ ମାଝୀ, ସ୍ବାଧୀନ ପଟ୍ଟନାୟକ, ଲଚୁ ମାଝୀ, ଭଦର ମାଝୀ, ଏବଂ ମଣ୍ଡେଇ କମିଟି ର କାର୍ଯ୍ୟକର୍ତ୍ତା ମାନେ ମିଳିତ ଭାବେ ସବୁ ତଦାରଖ କରିଥିଲେ। ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମତିରାମ ନାୟକ, ପୂର୍ବତନ ବିଧାୟକ ଭୁଜବଳ ମାଝୀ, ସାଂସଦ ପ୍ରତିନିଧି ଏମ୍ ଅପା ରାଓ , ହିନ୍ଦୁ ମହାସଂଘ କେନ୍ଦ୍ରୀୟ ସମିତି ପ୍ରମୁଖ ଜୟନ୍ତ କୁମାର ପାତ୍ର, ବିଧାୟକ ପ୍ରତିନିଧି ଏମ୍ ବୁଲୁ ରାଓ, ସୁରେନ୍ଦ୍ର ମିଶ୍ର,ଡାବୁଗାଁ ସାମ୍ବାଦିକ ସଂଘ ସଂପାଦକ ମିହିର ଶଙ୍କର ପାତ୍ର, ଗଗତ ଗନ୍ତାୟତ, ମହେଶ ପାତ୍ର, ଏମ୍ ଭାସ୍କର ରାଓ, ପ୍ରକାଶ ପଣ୍ଡା ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ରାତିରେ ସାଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା ସହ ହଜାର ହଜାର ଲୋକ ଙ୍କ ସମାଗମ ପରିବେଶ କୁ ସଂପୂର୍ଣ୍ଣ ଆଧ୍ୟାତ୍ମିକ କରିଦେଇ ଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   21-Jun-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   21-Jun-2026
  ଜିଲ୍ଲା  
ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   21-Jun-2026
  ଜିଲ୍ଲା  
ପ୍ରଶାସନ ର ଦୃଷ୍ଟି ପଡ଼ୁ   21-Jun-2026
  ଜିଲ୍ଲା  
ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   21-Jun-2026
  ଜିଲ୍ଲା  
ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ   21-Jun-2026
  ଜିଲ୍ଲା  
ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                21-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ   21-Jun-2026

You Might Also Like