-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||      ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   (21-Jun-2026)       ||      ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   (21-Jun-2026)       ||      ପ୍ରଖ୍ୟାତ ଓଡ଼ିଶୀ ନ୍ୟୁତ୍ୟଶିଳ୍ପୀ ଶାଶ୍ୱତ ଯୋଶୀଙ୍କ ମାତୃ ବିୟୋଗ    (21-Jun-2026)       ||     

HOME   ଜିଲ୍ଲା

ସାଲେଭଟା ଜେ ଏନ୍ ଏମ ପବ୍ଲିକ ସ୍କୁଲ ର ବାର୍ଷିକଉତ୍ସବ ଅନୁଷ୍ଠିତ

06-Feb-2024



ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ସାଲେଭଟା ଠାରେ ଥିବା ଜେ ଏନ୍ ଏମ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଆଜିର ବାର୍ଷିକ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ପୁରନ୍ଦର୍ ଦାସ୍ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବରେ ରିକିତା ରାଣୀ ପଟ୍ଟନାୟକ ଉପସ୍ଥିତ ଥିଲେ l ପବ୍ଲିକ ସ୍କୁଲ ର ପ୍ରିନ୍ସିପାଲ ଦେବକୀ ମହାନନ୍ଦ, ଏମ ଡି ନିକିତାଶା ମେହେର, ନିର୍ଦ୍ଦେଶକ ସନ୍ଦୀପ ମେହେର ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ଆଗେଇ ନେଇଥିଲେ l ସ୍ଵତନ୍ତ୍ର ଅତିଥି ଭାବରେ ଶ୍ରୀ ପୁଷ୍ପକ କୁମାର୍ ମେହେର,ବୁଦ୍ଧଦେବ ସାହୁ ଓ ସୁକାନ୍ତ ଦାସ ଯୋଗ ଦେଇଥିଲେ l

ପ୍ରଥମେ ସଭାକାର୍ଯ୍ୟ ଆରମ୍ଭ ପୂର୍ବରୁ ପୂଜାର୍ଚ୍ଚନା କରା ଯାଇ ଥିଲା l ଅତିଥି ମାନଙ୍କୁ ଫୁଲତୋଡ଼ା ଓ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା l ସଭାକାର୍ଯ ସାରିଲା ପରେ ଛାତ୍ରଛାତ୍ରୀ ଙ୍କୁ ପୁରସ୍କାର ବିତରଣ କରାଗଲା l ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ଙ୍କୁ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା। ପରେ ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅତି ଚମତ୍କାର ଭାବରେ ନୃତ୍ୟ ପରିବେଷଣ କରି ଛାତ୍ର ଛାତ୍ରୀ ମାନେ ଅଭିଭାବକ ତଥା ଅତିଥି ମାନଙ୍କୁ ବିମୋହିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   21-Jun-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   21-Jun-2026
  ଜିଲ୍ଲା  
ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   21-Jun-2026
  ଜିଲ୍ଲା  
ପ୍ରଶାସନ ର ଦୃଷ୍ଟି ପଡ଼ୁ   21-Jun-2026
  ଜିଲ୍ଲା  
ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   21-Jun-2026

You Might Also Like