-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||     

HOME   ମହାନଗର

ଦୁଇ ମହିଳା ମାଓବାଦୀ ଙ୍କ ବୌଦ୍ଧ ପୋଲିସ ନିକଟରେ ଆତ୍ମସମର୍ପଣ

06-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କେକେବିଏନ ସଂଗଠନ ର ଦୁଇ ମହିଳା ମାଓବାଦୀ ବୌଦ୍ଧ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି  l  ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାପାଇଁ ନିଜକୁ ଆତ୍ମସମର୍ପଣ କଲେ  l  ଆତ୍ମସମର୍ପଣ କରିଥିବା ଏହି ଦୁଇ ମହିଳା ମାଓବାଦୀମାନେ ହେଲେ ମନିଷା ଥାଟି ଓ ଚମ୍ପା କୋରାମ  l   ଏମାନେ ଛତିଶଗଡ଼ ବିଜାପୁର ଅଂଚଳର ବୋଲି ସୂଚନା ମିଳିଛି  l  ଗତ 2018 ମସିହାରୁ ସିପିଆଇ ମାଓ ସଂଗଠନରେ ସାମିଲ ହୋଇ ଉଭଏ ସଂଗଠନ ପାଇଁ କାମ କରୁଛନ୍ତି  l  ତେବେ ପାହାଡ଼

ଜଙ୍ଗଲ ଦୁର୍ଗମ ଅଞ୍ଚଳରେ ଯାତାୟାତ ରେ ଅସୁବିଧା ଏବଂ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେଲେ ସରକାରଙ୍କ ସୁବିଧା ସୁଯୋଗକୁ ଲକ୍ଷ୍ୟ କରି ଆତ୍ମସମର୍ପଣ ପାଇଁ ନିଷ୍ପତି ନେଇଥିବା ନେଇ ଦକ୍ଷିଣାଞ୍ଚଳ ପୋଲିସ ଆଇଜି ଜୟନାରାୟଣ ପଙ୍କଜ ବୌଦ୍ଧ ପୋଲିସ ମୁଖ୍ୟାଳୟରେ ଗଣମାଧ୍ୟମ କୁ ଏହି ସୂଚନା ଦେଇଛନ୍ତି  l  ବୌଦ୍ଧ ଜିଲ୍ଲାରେ ସକ୍ରିୟ ହୋଇ ଉଠିଛନ୍ତି ଲାଲ୍ ବାହିନୀ ।  ଜିଲ୍ଲାର କନ୍ଧମାଳ ଜିଲ୍ଲାକୁ ସଂଲଗ୍ନ ବିଭିନ୍ନ ଆଭ୍ୟନ୍ତରୀଣ ଜଙ୍ଗଲ ଅଞ୍ଚଳରେ ଗତ କିଛି ମାସ ହେଲା କେକେବିଏନ ମାଓ ଡିଭିଜନ ସମ୍ପୂର୍ଣ୍ଣ ସକ୍ରିୟ ହୋଇ ଉଠିଥିବା ସୂଚନା ମିଳିଛି । ଗତ ଦୁଇ ମାସ ମଧ୍ୟରେ ବୌଦ୍ଧ ଜିଲ୍ଲାର ବିଭିନ୍ନ ଜଙ୍ଗଲ ଅଞ୍ଚଳରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ବେଳେ ପୋଲିସ କେତେକ ମାଓ କ୍ୟାମ୍ପ ଧ୍ୱଂସ କରିବାରେ ସଫଳତା ପାଇଛି । ତେବେ ଜିଲ୍ଲାରେ ବୃଦ୍ଧି ପାଉଥିବା ମାଓବାଦୀଙ୍କ ଗତିବିଧି ଉପରେ ଜିଲ୍ଲା ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିବା ସହିତ ମାଓବାଦୀଙ୍କ ଗତିବିଧି ସକ୍ରିୟ ଥିବା ଅଞ୍ଚଳରେ ଜନ ମୈତ୍ରୀ ଅଭିଯାନ

ମାଧ୍ୟମରେ ସ୍ଥାନୀୟ ଅଧିବାସୀଙ୍କୁ ସଚେତନ କରୁଛି  l   ଗତ ୧୦ ଦିନ ମଧ୍ୟରେ ଶଗଡ଼ା ଓ ନାରାୟଣ ପ୍ରସାଦ ପଞ୍ଚାୟତରେ ଦୁଇଟି ଜନ ମୈତ୍ରୀ ଅଭିଯାନ ଜିଲ୍ଲା ପୋଲିସ ଆୟୋଜନ କରିଛି । ପୂର୍ବରୁ ବୌଦ୍ଧ ଏସପି ରାଜ ପ୍ରସାଦଙ୍କ ନେତୃତ୍ବରେ ଗଠିତ ସ୍ବତନ୍ତ୍ର ସୁରକ୍ଷା ବାହିନୀ ପାଞ୍ଚ ଥର ମାଓବାଦୀଙ୍କ ଛତ୍ରଭଙ୍ଗ କରିଥିବା ବେଳେ ସେଠାରୁ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ କରାଯାଇଛି । ସେପଟେ ଏଭଳି ସମୟରେ ଜିଲ୍ଲା ପୋଲିସକୁ ମାଓ ଦମନରେ ମିଳିଛି ଆଉ ଏକ ବଡ଼ ସଫଳତା । ଦୁଇ ଜଣ ମହିଳା କ୍ୟାଡ଼ର ମାଓବାଦୀ ବୌଦ୍ଧ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଏ ସମ୍ପର୍କରେ ଆଜି ଦକ୍ଷିଣାଞ୍ଚଳ ପୋଲିସ ଆଇଜି ଜୟ ନାରାୟଣ ପଙ୍କଜ ବୌଦ୍ଧ ପୋଲିସ ମୁଖ୍ୟାଳୟରେ ଗଣମାଧ୍ୟମକୁ ବିସ୍ତୃତ ସୂଚନା ପ୍ରଦାନ କରିଛନ୍ତି । ଆତ୍ମସମର୍ପଣ କରିଥିବା ଯୁବତୀ ମାଓବାଦୀଙ୍କୁ ନାଚଗୀତ ପାଇଁ ମାଓ ସଂଗଠନରେ ସାମିଲ ପରେ ସଂଗଠନର ବରିଷ୍ଠ କ୍ୟାଡର ମାନଙ୍କ ଦ୍ୱାରା ନିର୍ଯାତନାର ଶୀକାର ହେଉଥିବା ଯୁବତୀ ମାଓବାଦୀ ଗଣମାଧ୍ୟମକୁ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026

You Might Also Like