-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ରାଜନୀତି

ବଲାଙ୍ଗିର ଫ୍ରେଣ୍ଡ କ୍ଲବ ପକ୍ଷରୁ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

06-Feb-2024



​​​​​ବଲାଙ୍ଗିର, ପ୍ୟାର ହାଇସ୍କୁଲ ଖେଳ ପଡିଆ ଠାରେ ବଲାଙ୍ଗିର ଫ୍ରଣ୍ଡକ୍ଲବ ପକ୍ଷରୁ ଜାତୀୟ ସ୍ତରୀୟ ଫୁଟବଲ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ଆଜିର ଏହି ପ୍ରତିଯୋଗୀତାରେ କ୍ଲବର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ମୂଖ୍ୟ-ଅତିଥି ଭାବବରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ, ସମ୍ମନୀତ ଅତିଥି ଭାବରେ ଉପ-ଜିଲ୍ଲାପାଳ ମହେନ୍ଦ୍ର କୁମାର ମହାପାତ୍ର,ଜିଲ୍ଲା ଶାରିରୀକ ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ପାତ୍ର, ସୁପ୍ରିମ ଟାକ୍ସ ନିଦ୍ଧେଶକ ଅଜିତ ପାଲ, ଅଙ୍ଗ ଜଳ ସେଚନ ଅଧ୍ୟକ୍ଷ ଆକାଶ ମିଶ୍ର ଓ କ୍ଲକର ସଧାରଣ ସମ୍ପାଦକ ଜଗନ୍ନାଥ ମିଶ୍ର ମଂଚାସିନ ଥିଲେ । ରାଜେନ୍ଦ୍ର ଧରୁଆ, ନରସିଂ ସ୍ୱାମୀ ନାଇଡୁ, ସୁଦର୍ଶନ ସେଠ ଓ ବୈକୁଣ୍ଟ ଜେନା ଖେଳକୁ ପରିଚାଳନା କରିଥବା ବେଳେ ମ୍ୟାଚ କମିସନର ଭାବରେ ଶୁନିଲ ଚନ୍ଦ୍ର ବିଶ୍ୱାଲ ରହିଥିଲେ । ଆଜିର ଏହି ଉଦଘାଟନୀ ପ୍ରଥମ ଦିନର ଖେଳରେ ବଲାଙ୍ଗିର ଫୁଟବଲ କ୍ଲବ ଓ ଏଥେଲେଟିକ ଏସୋସିଏସନ  ବରଗଡର କଦଲି ପାଲି ମଧ୍ୟରେ ହୋଇଥିଲା । ବଦଲି ପାଲିର  ବିବେକ ବାଗ ୧ ଗୋଲ ଦେଇ କଦଲିପାଲିକୁ ବିଜୟ କରିଥିଲେ । ୧-୦ ରେ କଦଲି ପାଲି ବିଜୟ ହୋଇଥିଲା । ଆଜିର ଏହି ଉଦଘାଟନି ଉତ୍ସବରେ ବଲାଙ୍ଗିର ବିଶିଷ୍ଠ କ୍ରିଡାବିତ ଶ୍ରୀଧର ବଢିଆ ଓ ଶୁଭ୍ରାଶୁଂ ଶେଖର ଅମାତଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମର୍ଦ୍ଧନା କରାଯାଇଥିଲା । କୋଷାଧ୍ୟକ୍ଷ ରଞ୍ଜିତ ବେହେରା, ଜିଲ୍ଲା କ୍ରୀଡାଧିକାରୀ ପରାସର ବାଗ, ଜୟ ନାରାୟଣ ବହିଦାର, ପବିତ୍ର ଖୁଣ୍ଟିଆ, ମଧୁ ବନଛୋର, ଲକ୍ଷ୍ମୀ ସ୍ୱାଇଁ, କିଶୋର ଦଣ୍ଡସେନା, ସମୁନାଥ ମିଶ୍ର, ଗୋବିନ୍ଦ ଶତପଥୀ, ସାଞ୍ଜୀବ ସାହୁ, ମନୋଜ କୁମାର ମିଶ୍ର, ମନୋଜ ଦୀପ, ପୃଥୀରାଜ ବରାଡ, ରାମ ନାଏକ, ସୋନୁ ପଟ୍ଟନାୟକ, ପୂର୍ଣ୍ଣ ତ୍ରୀପାଠୀ, ଦେବେନ ପାତ୍ର, ବିଭିତି ସ୍ୱାଇଁ, ଶକ୍ତି ଅମାତ, ଟକିି ମହାପାତ୍ର, ଟିକୁ ପରିଚ୍ଚା, ନତ୍ୟା ପଧାନ, ଅଙ୍କୁଶ ପାଣ୍ଡିଆ ପ୍ରମୁଖ ଉପସ୍ଥିତ ରହି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ । ଆସନ୍ତା କାଲି ସି.ସି.ଏଫ.ଏ ବିରମାହାରାଜପୁର ଓ ୟୁତ କ୍ଲବ ବଲାଙ୍ଗିର ମଧ୍ୟରେ ଖେଳ ଅନୁଷ୍ଠିତ ହେବ ବୋଲି କମିଟୀ ପକ୍ଷରୁ ସୁଚନା ଦେଇଛନ୍ତି । ସଭାକୁ ଶରତ ନନ୍ଦ ପରିଚାଳନା କରିଥିବା ବେଳେ କ୍ଲବର ସଧାରଣସମ୍ପାଦକ ଶ୍ରୀ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026

You Might Also Like