-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଘଣ୍ଟାପଡ଼ା ଶିଶୁ ମନ୍ଦିର ର ପଞ୍ଚଦଶ ବାର୍ଷିକ ଉତ୍ସବ

06-Feb-2024



କଣ୍ଟାମାଳ(ଜୟ କୁମାର ମହାରଣା ):  କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ପଞ୍ଚଦଶ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି l  ଉତ୍ସବରେ ଜିଲା ପରିଷଦ ସଦସ୍ୟା ସୁମିତ୍ରା ସାହୁ ମୁଖ୍ୟଅତିଥି, ସାଧୁ ମହାରାଜ ପ୍ରଭାକର ଦାସ ମୁଖ୍ୟବକ୍ତା ଓ ଘଣ୍ଟାପଡ଼ା ସରପଞ୍ଚ ରୀତା କହଁର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ l ବିଦ୍ୟାଳୟ କମିଟି ସଭାପତି ଅଗସ୍ତି ମଲିକ ସଭାକୁ ସଭାପତିତ୍ୱ

ଓ ଶିକ୍ଷାବିତ ନୀଳାଞ୍ଚଳ ଭୋଇ ଧନ୍ୟବାଦ ଦେଇଥିଲେ  l  ସଭା ପ୍ରାରମ୍ଭରେ ବିଦ୍ୟାମନ୍ଦିର ର ଶିଶୁ ଭଉଣୀ ମାନେ ସ୍ୱାଗତ ସଂଗୀତ ଗାନ କରିଥିଲେ l ପ୍ରଧାନ ଆଚାର୍ଯ୍ୟ ନିରଞ୍ଜନ ପ୍ରଧାନ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ l ସମ୍ପାଦକ ରଣଜିତ ରଣା ଅତିଥି ପରିଚୟ ପ୍ରଦାନ, ଗୁରୁମା ପ୍ରଭାସିନୀ ଜାଲ ମଞ୍ଚ ପରିଚାଳନା ଓ ଶିକ୍ଷାବିତ ନୀଳାଚଳ ଭୋଇ ଧନ୍ୟବାଦ ଅର୍ପଣ

କରିଥିଲେ l ଏହି ଅବସରରେ ବିଦ୍ୟାମନ୍ଦିର ପ୍ରତିଷ୍ଠାତା ସଦସ୍ୟ ଏବଂ ପରିଚାଳନା କମିଟିର ପୂର୍ବତନ ସଦସ୍ୟ ମାନଙ୍କୁ ସମ୍ମାନିତ କରାଯାଇଥିଲା l ପରେ ଛାତ୍ରଛାତ୍ରୀ ଭାଇଭଉଣୀ ମାନଙ୍କ ଦ୍ୱାରା ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ରଙ୍ଗାରଙ୍ଗ ନୃତ୍ୟଗୀତ ପରିବେଷଣ ହୋଇଥିଲା l ଆଚାର୍ଯ୍ୟା ସୁଶ୍ରୀ ଜୟନ୍ତୀ ପ୍ରଧାନ ବ୍ୟକ୍ତିଗତ ସଂଗୀତ ଗାନ କରିଥିଲେ l ବିଦ୍ୟାମନ୍ଦିର ର ସମସ୍ତ ଗୁରୁଜୀ ଗୁରୁମା ଓ ଅଭିଭାବକ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like