-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

*ପ୍ରେମିକ ବିବାହ କରିବାକୁ ମନା କରିଦେବାରୁ "ସୂଈସାଇଡ ନୋଟ" ଲେଖି ଯୁବତୀର ଆତ୍ମହତ୍ୟା*

07-Feb-2024



ନବରଙ୍ଗପୁର (ମିହିର ଶଙ୍କର. ପାତ୍ର,)
ଡାବୁଗାଁ ଥାନା ଅଧୀନ ସାନକୋଇଲାରୀ ଗ୍ରାମରେ ଜଣେ ଯୁବତୀ ଆତ୍ମହତ୍ୟା କରିଥିବା ନେଇ  ଡାବୁଗାଁ ଥାନାରେ ଅଭିଯୋଗ ହୋଇଛି | ସୂଚନାଯୋଗ୍ୟ:- ସାନକୋଇଲାରୀ ଗ୍ରାମର ଭୈରବସିଂ ମାଝି ଙ୍କ ଝିଅ ଉର୍ମିଳା ମାଝି (୨୫) ନିଜ ଶୟନ କୋଠୋରୀରେ ଦୁଲମ ରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଛି | ଆତ୍ମହତ୍ୟା କରିଥିବା କୋଠରୀରେ ଏକ ସୂଈସାଇଡ ନୋଟ ମଧ୍ୟ ମିଳିଛି, ସେଠାରେ ମରିବା ପୂର୍ବରୁ ଯୁବତୀ ଉମରକୋଟ ଥାନା ଅଧୀନ ସିଲିଗୁଡା ଗ୍ରାମର ନିଜ ପ୍ରମିକ  କ୍ରୀଷ୍ଣା ପାଣ୍ଡେ ଦୁଇଥର ଗର୍ଭବତୀ କରିବା ପରେ ମଧ୍ୟ ବିବାହ ପାଇଁ ମନା କରିଦେଇଥିବା ବିଷୟରେ ସ୍ପଷ୍ଟ ଭାବରେ ଲେଖାଅଛି। ଏବିଷୟରେ ଯୁବତୀ ପୁଅର ପରିବାର ଲକଙ୍କୁ ମଧ୍ୟ ବାରମ୍ବାର ଜଣାଇବା ପରେ ମଧ୍ୟ କଣସି ଫଳ ମିଳି ନାଥୁବାରୁ ବାଧ୍ୟ ହଇ ଏଭଳି  ପଦକ୍ଷେପ ନେଇ ଛି, ଏହା ଜାଣିବା ପରେ ମୃତକଙ୍କ ବାପା ଭୈରବସିଂ ମାଝି ନିଜ ଝିଅର ପ୍ରେମିକ ବିରୋଧରେ ଡାବୁଗାଁ ଥାନାରେ ଏତଲା ଦେଇ ନ୍ୟାୟ ଅପେକ୍ଷାରେ ଅଛନ୍ତି।ମୃତ ଯୁବତୀର ବାପା କହିବା ପ୍ରକାରେ ତାଙ୍କ ଝିଅକୁ ପ୍ରେମିକ ଏଵଂ ତାଙ୍କ ପରିବାର ବର୍ଗ ମାନସିକ ନିର୍ଯାତନା ଦେବାରୁ ତାଙ୍କ ଝିଅ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଲା। ଉକ୍ତ ଏତଲା କୁ ଭିତ୍ତିକରି  ଡାବୁଗାଁ ଥାନା ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କଲା।ଏନେଇ ଥାନା କେସ ନଂ ୬/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି |ବର୍ତ୍ତମାନ ପୋଲିସ ରୋ ତଦନ୍ତ ପରେ ପ୍ରକୃତ ଘଟଣାଟି ଜଣା ପଡିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like