-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

କନ୍ଧ କୁମ୍ଭାର ସମାଜ ର ସଧାରଣ ଅଧିବେଶନ: ବାଲିଗୁଡା ଖେମୂଣ୍ଡିଗଡର କାର୍ଯ୍ୟକର୍ତ୍ତା ଚୟନ

07-Feb-2024



ବାଲିଗୁଡ଼ା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା  ବାଲିଗୁଡ଼ା ଖେମୁଣ୍ଡୀଗଡ ରେ କନ୍ଧକୁମ୍ଭାର ସମାଜ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ଚାରିଗଡ ର ମୂଖ୍ୟ କାର୍ଯ୍ୟକର୍ତ୍ତା ସମେତ ବହୁ କନ୍ଧ କୁମ୍ଭାର ଭାଇ ଭଉଣୀ ମାନେ ଯୋଗ ଦେଇଥିଲେ l ସର୍ବ ପ୍ରଥମେ କନ୍ଧ କୁମ୍ଭାର ସମାଜ ର କୁଳ ଦେବୀ ଗଙ୍ଗା ମାତା ଓ ମା '  ପାଟ୍ଟଖଣ୍ଡା ଙ୍କୁ ପୂଜାର୍ଚ୍ଚନା ପରେ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା l କନ୍ଧ କୁମ୍ଭାର ସମାଜ ର ଜିଲ୍ଲା ସଭାପତି ଅଜିତ କୁମାର ମଲ୍ଲିକ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ଯ କ୍ରମରେ ଉପସଭାପତି ବିଜୟକୁମାର ବେହେରା, ସମ୍ପାଦକ ତପନ ବେହେରା, କୋଷାଧକ୍ଷ ସୁରେନ୍ଦ୍ର ବେହେରା, ଯୋଗାଯୋଗ କର୍ତ୍ତା ଭାବେ ଜୟନ୍ତ କୁମାର ବେହେରା ପ୍ରମୁଖ ଉପସ୍ଥିତ ରହି ସମାଜ ର ନୀତି ନିୟମ ସମ୍ୱନ୍ଧରେ ଅବଗତ କରିଥିଲେ l କନ୍ଧ କୁମ୍ଭାର ସମାଜ ଅବହେଳିତ ନିଷ୍ପେସିତ ଅବସ୍ଥାରେ ରହୁ ଥିବାରୁ ସେମାନଙ୍କୁ ମୂଖ୍ୟ ସ୍ରୋତରେ ଆଣିବା ପାଇଁ ସରକାର ଙ୍କ ନିକଟରେ ନିଜର ହକ ଅଧିକାର ସାବ୍ୟସ୍ତ ଦାବୀ ଉପସ୍ଥାପନା ପାଇଁ ସଂଗଠିତ ହେବାକୁ ଆମନ୍ତ୍ରିତ ମୂଖ୍ୟ କାର୍ଯ୍ୟକର୍ତ୍ତା ନିଜ ଅଭିଭାଷଣ ରେ କହିଥିଲେ l ସମାଜ ରେ ପ୍ରଚଳିତ ଅନ୍ଧବିଶ୍ୱାସ କୁ ସଂସ୍କାର, ବାଲ୍ୟ ଵିଵାହ ଦୂରୀକରଣ ନିଶା ନିବାରଣ କରିବା ସହିତ ଶିକ୍ଷା କୁ ପ୍ରାଧାନ୍ୟ ଦେଇ ରକ୍ତଦାନ,  ବୃକ୍ଷ ରୋପଣ ଆଦି ସାମାଜିକ କାର୍ଯ୍ୟକ୍ରମରେ ସମାଜ ନିଜକୁ ନିୟୋଜିତ କରିବା ପାଇଁ ସମୂହ ଶପଥ ପାଠ କରିଥିଲେ l ପରେ ବାଲିଗୁଡ଼ା ଖେମୁଣ୍ଡଗଡ ର କାର୍ଯ୍ୟକର୍ତ୍ତା ଚୟନ କରାଯାଇଥିଲା l ଏଥିରେ ସର୍ବସମ୍ମତି କ୍ରମେ ସଭପତି ଭାବେ ପଙ୍କଜ ବେହେରା, ଉପ ସଭାପତି ଭାବେ ଦୀପକ କୁମାର ବେହେରା, ସାଧାରଣ ସମ୍ପାଦକ ଭାବରେ ନୀଳ ମାଧବ ବେହେରା, ସଂପାଦକ ଭାବେ ଇନ୍ଦ୍ରଜିତ ବେହେରା କୋଷାଧ୍ୟକ୍ଷ ଭାବେ ରାମକୃଷ୍ଣ ବେହେରା ମୂଖ୍ୟ ସଭ୍ୟ ଭାବରେ ମାର୍କଣ୍ଡ ବେହେରା ଓ ପତ୍ରକାର ଭାବରେ ରଞ୍ଜିତ କୁମାର ବେହେରା ଙ୍କୁ ଚୟନ କରାଯାଇଥିଲା l ସେହିପରି ମାତୃ ମଣ୍ଡଳୀ ର ସଭାନେତ୍ରୀ ଭାବରେ ସର୍ବ ସମ୍ମତି କ୍ରମରେ ମିଥିଳା ବେହେରା ଉପ ସଭାପତି ଭାବେ ତପସ୍ଵିନୀ ବେହେରା,  ସମ୍ପାଦିକା ଭାବରେ ଆରତୀ ବେହେରା ଏବଂ ମୂଖ୍ୟ ସଭ୍ୟ ଭାବରେ ସରସ୍ୱତୀ ବେହେରା ଙ୍କୁ ଚୟନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like