-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||     

HOME   ଜିଲ୍ଲା

ଘଣ୍ଟାପଡ଼ା ଶିଶୁ ମନ୍ଦିର ର ପଞ୍ଚଦଶ ବାର୍ଷିକ ଉତ୍ସବ

07-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ପଞ୍ଚଦଶ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି l  ଉତ୍ସବରେ ଜିଲା ପରିଷଦ ସଦସ୍ୟା ସୁମିତ୍ରା ସାହୁ ମୁଖ୍ୟଅତିଥି, ସାଧୁ ମହାରାଜ ପ୍ରଭାକର ଦାସ ମୁଖ୍ୟବକ୍ତା ଓ ଘଣ୍ଟାପଡ଼ା ସରପଞ୍ଚ ରୀତା କହଁର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ l ବିଦ୍ୟାଳୟ କମିଟି ସଭାପତି ଅଗସ୍ତି ମଲିକ ସଭାକୁ ସଭାପତିତ୍ୱ ଓ ଶିକ୍ଷାବିତ ନୀଳାଞ୍ଚଳ ଭୋଇ ଧନ୍ୟବାଦ ଦେଇଥିଲେ  l  ସଭା ପ୍ରାରମ୍ଭରେ ବିଦ୍ୟାମନ୍ଦିର ର ଶିଶୁ ଭଉଣୀ ମାନେ ସ୍ୱାଗତ ସଂଗୀତ ଗାନ କରିଥିଲେ l ପ୍ରଧାନ ଆଚାର୍ଯ୍ୟ ନିରଞ୍ଜନ ପ୍ରଧାନ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ l ସମ୍ପାଦକ ରଣଜିତ ରଣା ଅତିଥି ପରିଚୟ ପ୍ରଦାନ, ଗୁରୁମା ପ୍ରଭାସିନୀ ଜାଲ ମଞ୍ଚ ପରିଚାଳନା ଓ ଶିକ୍ଷାବିତ ନୀଳାଚଳ ଭୋଇ ଧନ୍ୟବାଦ ଅର୍ପଣ

କରିଥିଲେ l ଏହି ଅବସରରେ ବିଦ୍ୟାମନ୍ଦିର ପ୍ରତିଷ୍ଠାତା ସଦସ୍ୟ ଏବଂ ପରିଚାଳନା କମିଟିର ପୂର୍ବତନ ସଦସ୍ୟ ମାନଙ୍କୁ ସମ୍ମାନିତ କରାଯାଇଥିଲା l ପରେ ଛାତ୍ରଛାତ୍ରୀ ଭାଇଭଉଣୀ ମାନଙ୍କ ଦ୍ୱାରା ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ରଙ୍ଗାରଙ୍ଗ ନୃତ୍ୟଗୀତ ପରିବେଷଣ ହୋଇଥିଲା l ଆଚାର୍ଯ୍ୟା ସୁଶ୍ରୀ ଜୟନ୍ତୀ ପ୍ରଧାନ ବ୍ୟକ୍ତିଗତ ସଂଗୀତ ଗାନ କରିଥିଲେ l ବିଦ୍ୟାମନ୍ଦିର ର ସମସ୍ତ ଗୁରୁଜୀ ଗୁରୁମା ଓ ଅଭିଭାବକ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026
  ଜିଲ୍ଲା  
*ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   26-Apr-2026
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026

You Might Also Like