-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||     

HOME   ଜିଲ୍ଲା

ରେକଡୋଲର ୨୦ତମ ମା’ କନ୍ଧେନବୁଢି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ। ବନ୍ଧପାଲିକୁ ହରାଇ ବିଲେଇବେର୍ଣ୍ଣା ଚମ୍ପିଆନ

07-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ପଞ୍ଚାୟତ ଅନ୍ତର୍ଗତ ରେକଡୋଲ ଖେଳ ପଡିଆରେ ଆୟୋଜିତ ୨୦ତମ ମା’ କନ୍ଧେନ ବୁଢି କ୍ରିକେଟ ଟୁର୍ଣ୍ଣାମେଣ୍ଟର ଅନ୍ତିମ ଦିବସର ଫାଇନାଲ ଖେଳରେ ବନ୍ଧପାଲିକୁ ହରାଇ ବିଲେଇବେର୍ଣ୍ଣା ଚମ୍ପିଆନ ଆଖ୍ୟା ଅର୍ଜନ କରିଛି।ଫାଇନାଲ ମ୍ୟାଚରେ ଟସ ଜିଣି ପ୍ରଥମେ ବ୍ୟାଟିଂ କରି ବିଲେଇବେର୍ଣ୍ଣା ଦଳ ଆଠ ଓଭରରେ ଆଠ ଉଇକେଟ ହରାଇ ୮୦ରନ କରିବାକୁ ସମର୍ଥ ହୋଇଥିଲା।୮୧ ରନର ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିଲା ବନ୍ଧପାଲି ଦଳ କିନ୍ତୁ ନିୟମିତ ଉଇକେଟ ପତନ ଯୋଗୁଁ ନିର୍ଦ୍ଧାରିତ ଓଭରରେ ୯ ଉଇକେଟ ହରାଇ କେବଳ ୫୫ରନ କରିବାକୁ ସମର୍ଥ ହୋଇ ୨୫ରନରେ ପରାସ୍ତ ହୋଇ ଉପବିଜେତାରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା। ଉକ୍ତ ଫାଇନାଲ ଖେଳରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ କଣ୍ଟାମାଳ ବିଧାୟକ ତଥା ଯୋଜନା ବୋର୍ଡର ଅଧ୍ୟକ୍ଷ ମହିଧର ରଣା ଓ ଅନ୍ୟତମ ଅତିଥି ଭାବେ କଣ୍ଟାମାଳ ବ୍ଳକର ଉପାଧ୍ୟକ୍ଷ ମହେନ୍ଦ୍ର ରଣା, ଘଣ୍ଟାପଡ଼ା ସରପଞ୍ଚ ରୀତା କହଁର,ଫିରିଙ୍ଗିଆ ବ୍ଳକର ଉପାଧ୍ୟକ୍ଷ ଅଜିତ ସାହୁ, ଅବସରପ୍ରାପ୍ତ ସୈନିକ ଅରୁଣ ଭୋଇ, ଆଦିବାସୀ ନେତା ସତ୍ୟନାରାୟଣ

ମାଝୀ, ସମାଜସେବୀ ପୁରନ୍ଦର ମହାକୁଡ଼, ଆଦିତ୍ୟ ଧରୁଆ, ଶିକ୍ଷାବିତ ହେମନ୍ତ ଭୋଇ, ପ୍ରତାପ କହଁର ପ୍ରମୁଖ ଉପସ୍ଥିତ ରହି ଚମ୍ପିଆନ ଦଳକୁ ଟ୍ରଫି ସହ ନଗଦ ରାଶି ଓ ଉପ ବିଜେତା ଦଳକୁ ଟ୍ରଫି ସହ ନଗଦ ରାଶି ପ୍ରଦାନ କରିଥିଲେ। ସେହିପରି ଚମ୍ପିଆନ ଦଳର ରାଜାକୁ ମ୍ୟାନ ଅଫ ଦି ଫାଇନାଲ ଓ ସିରିଜ ପ୍ରଦାନ କରିଥିଲେ।ମଣ୍ଟୁ ଡାଙ୍ଗ, ଦୟାନିଧି କହଁର ଓ ଯୁଗେ ବିଭାର ଖେଳ ପରିଚାଳନା କରିଥିଲେ। ଅଶୋକ ସାହୁ, ଶିବଶଙ୍କର କାଲସେ,ଦଇତାରୀ ମାହାର, ସୁଜିତ ଓ ଯଦୁମଣୀ  ଧାରା ବିବରଣୀ ପ୍ରଦାନ କରିଥିଲେ। ଟଙ୍କ ମହାନନ୍ଦ, ବିକାଶ ଓ ବିଭୂତି ଭୂଷଣ ସ୍କୋରର ଦାୟିତ୍ୱ ନିର୍ବାହ କରିଥିଲେ। ମୂଖ୍ୟ ସହଯୋଗୀ ଭାବେ ଶ୍ରୀନିବାସ ପାତ୍ର, ଦୁର୍ମନ ବିଭାଗ ସମ୍ରାଟ ସିଂଭୋଇ, ସୌମ୍ୟରଂଜନ ପାତ୍ର, ରାହାସ ବିଭାର ଓ କ୍ରିକେଟ କ୍ଲବର ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026

You Might Also Like