-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ରାଜନୀତି

ଗଜପତି ଜିଲ୍ଲା ଗସ୍ତରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ, ଖଜୁରୀରସରୁ ପ୍ରସ୍ତୁତ ଗୁଡ ଚାଷୀଙ୍କୁ ବଣ୍ଟନ କଲେ ସରଞ୍ଜାମ

20-Dec-2020



ଗଜପତି, (ଦୀପକ ଷଡଙ୍ଗୀ) - ଗଜପତି ଜିଲ୍ଲା ଅନ୍ତର୍ଗତ ଆର ଉଦୟଗିରି ବ୍ଲକ ଅନ୍ତର୍ଗତ ସବରପଲି ଗ୍ରାମ ପଂଚାୟତର ଲୁବୁରୁସିଂ ଗ୍ରାମରେ ପ୍ରସ୍ତୁତ ଖଜୁରୀ ରସ ରୁ ଗୁଡ ତିଆରି କରୁଥିବା ରୁମୁଣ୍ଡା, ଅତରସିଂ, ସବଲଡା, ରାମଗିରି ଅଞ୍ଚଳର ଖଜୁରୀ ରସ ସଂଗ୍ରହ କରୁଥିବା ଓଡିଶା ତାଳଗୁଡ଼ ସମବାୟ ସମିତି ସଂଘ ସଦସ୍ୟ ମାନଙ୍କୁ ବିଭାଗ ପକ୍ଷରୁ ଗୁଡ଼ ପ୍ରସ୍ତୁତ କରିବା ନିମନ୍ତେ କିଟ କେନ୍ଦ୍ରମନ୍ତ୍ରୀ ତଥା ଲଘୁ ଉଦ୍ୟଗ ଏବଂ ପଶୁପାଳନ ରାଜ୍ୟ ମନ୍ତ୍ର୍ୟ ପ୍ରତାପ ଷଡ଼ଙ୍ଗୀଙ୍କ ଦ୍ଵାରା ବଣ୍ଟନ କରାଯାଇଛି। ଏହି ବଣ୍ଟନ ଉତ୍ସବରେ ସଂଘର ପରିଚାଳକ ଚିଦାନନ୍ଦ ମିଶ୍ର, ନିର୍ଦେଶକ ସମୀର ମହାନ୍ତିଙ୍କ ସମେତ ମୁଖ୍ୟ ଅତିଥି ଭାବେ କେନ୍ଦ୍ରମନ୍ତ୍ର୍ୟ ପ୍ରତାପ ଷଡଙ୍ଗୀ ଯୋଗ ଦେଇ କିଟ ବଣ୍ଟନ କରିଥିଲେ   ଏହି ଉତ୍ସବରେ  ମୋହନା ବିଧାୟକ ଦାଶରଥି ଗମାଙ୍ଗ, ପାରଳାଖେମୁଣ୍ଡି ବିଧାୟକ କେ ନାରାୟଣ ରାଓ, ଜିଲାପରିସଦ ଅଧକ୍ଷା ପ୍ରମୁଖ ଉପସ୍ଥିତ ଥିଲେ।ଅଞ୍ଚଳର ପ୍ରାୟ ଦୁଇଶହ ଚାଷୀଙ୍କୁ କିଟ ବଣ୍ଟନ କେନ୍ଦ୍ରମନ୍ତ୍ରୀ କରିଥିବା ବେଳେ ନିଜ ବିଭଗ ପକ୍ଷରୁ ଚାଷୀଙ୍କ ଉନ୍ନତି ଓ ପ୍ରକଳ୍ପର ଉନ୍ନତି ନିମନ୍ତେ ସମସ୍ତ ପ୍ରକାର ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିଲେ।ଉପଜିଲ୍ଲାପାଳ ସଂଗ୍ରାମ କୁମାର ପଣ୍ଡା  ଯୋଗ ଦେଇଥିବା ବେଳେ ଜିଲ୍ଲା ବିଜେପି କର୍ମକର୍ତ୍ତା ମନେ ଉପସ୍ଥିତ ଥିଲେ।ମନ୍ତ୍ର୍ୟ ଙ୍କ ଗଜପତି ଗସ୍ତ ସମୟରେ ଅକୀଲୀ ହନୁମାନ ମନ୍ଦିର ସହ ଜିରାଙ୍ଗ ପରିଦର୍ଶନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like