-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||     

HOME   ଜିଲ୍ଲା

ଚିକିଲି ଗ୍ରାମରେ ପିଲାଙ୍କ ଭବିଷ୍ୟତ ସହ ଖେଳ ଖେଳୁଥିବା ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ବଦଳି ପରେ ବିଦ୍ୟାଳୟକୁ ଆସିଲେ ୨ ଯୋଗ୍ୟ ଶିକ୍ଷକ

07-Feb-2024



(ମିହିର ଶଙ୍କର ପାତ୍ର)
 ସୂଚନା ଯୋଗ୍ୟ :- ଚିକିଲି ଦ୍ୟାଳୟର  ପ୍ରଧାନ ଶିକ୍ଷୟତ୍ରୀ ଓ ସହକାରୀ ଶିକ୍ଷୟତ୍ରୀ ମାନଙ୍କ ବଦଳି ଏବଂ ମଧ୍ୟାନ୍ନ ଭୋଜନରେ ଅନିୟମିତତା ର ବିରୋଧ କରି  ଜାନୁଆରୀ ୨୯ ତାରିଖ ସୋମବାର ଦିନ ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇଥିଲେ । ଯାହା ଫଳରେ ଶିକ୍ଷା ବିଭାଗ ଚିକିଲି ବିଦ୍ୟାଳୟରୁ ୨ ଜଣ ଶିକ୍ଷକ ଯଥା ପ୍ରଧାନ ଶିକ୍ଷୟିତି ସୌଦାମିନୀ ନାୟକ ଓ ସହକାରୀ ଶିକ୍ଷକ ଉମେଶ ପାତ୍ର କୁ ବୋରିଗାଁ ବିଦ୍ୟାଳୟକୁ ବଦଳି କରି ସେଠାରୁ ୨ ଜଣ  ଯୋଗ୍ୟ ଶିକ୍ଷକ ରାଇସିଂ ପୂଜାରୀ ଏଵଂ ଅନିଲ କୁମାର ଭୂୟାଁଙ୍କୁ ଚିକିଲି ବିଦ୍ୟାଳୟରେ ଅବସ୍ଥାପିତ କରିଛନ୍ତି |କିନ୍ତୁ ଚିକିଲି ଗ୍ରାମର ଶୁକ୍ଷକ ମାନଙ୍କ ବିଷୟରେ ଜାଣିବା ପରେ ବୋରିଗାଁ ଗ୍ରାମର ଅଭିଭାବକ ମାନେ ମଧ୍ୟ ତାଙ୍କ ପିଲା ମାନଙ୍କ ଭବିଷ୍ୟତ କୁ ନେଇ ଚିନ୍ତିତ ଥିବା ଜଣା ପଡିଛି ତେଣୁ, ବୋରିଗାଁ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଶିକ୍ଷକଙ୍କ ବଦଳି କୁ ବାତିଲ କରିବା ପାଇଁ ବିଦ୍ୟାଳୟ ର ଛାତ୍ରୀ ଛାତ୍ର ମାନେ ମଙ୍ଗଳବାର ବିଦ୍ୟାଳୟ ଫାଟକ ତାଲା ପକାଇ ଧାରଣା ଦେଇଥିଲେ |ବର୍ତ୍ତମାନ ଦେଖିବାକୁ ବାକି ରହିଲା ଶିକ୍ଷା ବିଭାଗ କିଭଳି ପଦକ୍ଷେପ ନେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026

You Might Also Like