-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ପରେ ରାଜନେତା ଙ୍କ ଛତ୍ରଛାୟା ତଳେ ଜିଲ୍ଲା ଶିକ୍ଷା ଅଧିକାରୀ

07-Feb-2024



ବଲାଙ୍ଗୀର(ପ୍ରେରଣା ଖବର ):  ବଲାଙ୍ଗୀର କିଛି ଅଫିସରଙ୍କ ପାଲଟିଛି ଆଶ୍ରୟସ୍ଥଳୀ। ଟାଣୁଆ ନେତାଙ୍କ ଆଶୀର୍ବାଦରେ ବଳୀୟାନ ହୋଇ ଉଠିଛନ୍ତି କିଛି ସରକାରୀ କର୍ମଚାରୀ।ସେମାନଙ୍କ ମଧ୍ୟରୁ ବଲାଙ୍ଗୀର ଜିଲ୍ଲା ଶିକ୍ଷା ବିଭାଗରେ କାର୍ଯ୍ୟରତ ଥିବା ଜିଲ୍ଲା ଶିକ୍ଷା ଅଧିକାରୀ।ତାଙ୍କର ଗରମ ମିଜାଜ୍ ପାଇଁ ସେ ବେଶ ଚର୍ଚ୍ଚିତ।ମେରି ମର୍ଜି ରେ ସେ ଚଳାଇଛନ୍ତି ବଲାଙ୍ଗୀର ଶିକ୍ଷା ବିଭାଗ।ନିକଟରେ ସନ୍ଦେହାନ ଜାଲ ଶିକ୍ଷକ ମାନଙ୍କ ଗ୍ରେଡେସନ କରି ପ୍ରମୋସନ୍ ଦେଇଥିବା ବିଷୟ ଚର୍ଚ୍ଚା ହେଉଛି।ସଇଁତଳା ବ୍ଲକ ଅଧୀନରେ ଥିବା ଜୈନେକ ଶିକ୍ଷକ ଯିଏ କାମରାଜ ମଦୂରାଇ ୟୁନଭରସିଟି ରୁ ସ୍ନାତକ ଡିଗ୍ରୀ ହାସଲ କରି ସେହି ସାର୍ଟିଫିକେଟ ବଳରେ ପ୍ରମୋସନ୍ ହାତେଇ ନେଇଥିବା ବିଷୟ ବହୁବାର ଗଣମାଧ୍ୟମ ରେ ପ୍ରକାଶିତ ହୋଇଥିଲେ ମଧ୍ୟ କୌଣସି ପ୍ରତିକ୍ରିୟା ଦେଖାଯାଇନାହିଁ।ସରକାରଙ୍କ ନିୟମ ଅନୁଯାୟୀ ରାଜ୍ୟ ବାହାର ୟୁନିଭରସିଟି ରୁ ପାଇଥିବା କୌଣସି ଶିକ୍ଷ୍ୟାଗତ ପ୍ରମାଣ ପତ୍ର ସେହି  ୟୁନଭରସିଟିର ଅଥେଣ୍ଟିକେସନ୍ ଆସିଲା ପରେ ସେହି ପ୍ରମାଣ ବଳରେ ପ୍ରମୋସନ୍ ଦେବାର ନିୟମ ଥିବା ଡିଇଓ ମହାଶୟଙ୍କୁ ଜଣା ଅଛି।ପ୍ରମୋସନ୍ ପାଇଥିବା ଶିକ୍ଷକଙ୍କ ସାର୍ଟିଫିକେଟ ଜାଲ ଥିବା ସନ୍ଦେହ କରି ସଇଁତଳା ବ୍ଲକ ଶିକ୍ଷା ଅଧିକାରୀ ବଲାଙ୍ଗୀର ଡିଇଓ ଙ୍କୁ ଲିଖିତ ଜଣାଇଥିଲେ।ବଲାଙ୍ଗୀର ଡିଇଓ ସଇଁତଳା ଶିକ୍ଷl ଅଧିକାରୀଙ୍କ ଚିଠିକୁ ଅଣଦେଖା କରି କାହିଁକି ଏଭଳି ପଦକ୍ଷେପ ନେଲେ ଏ ପର୍ଯ୍ୟନ୍ତ ଜଣା ପଡିନାହିଁ।ବଲାଙ୍ଗୀର ଜିଲ୍ଲା ଶିକ୍ଷ୍ୟା ଅଧିକାରୀ ଅନେକ ସମୟରେ ଶିକ୍ଷକ ହେଉ କି ଜନସାଧାରଣ ହୁଅନ୍ତୁ ବା ସାମ୍ବାଦିକ ହୁଅନ୍ତୁ ତାଙ୍କ କର୍କଶ ଭାଷା ସମସ୍ତଙ୍କୁ ଅତିଷ୍ଟ କରୁଥିବା ଚର୍ଚ୍ଚା ହୁଏ। ତାଙ୍କର ଗରମ ମିଯାଜ୍ ପାଇଁ ସେ ବେଶ ଚର୍ଚ୍ଚିତ।ଚର୍ଚ୍ଚା ହୁଏ କୁଆଡେ ଜିଲ୍ଲା ଶିକ୍ଷା ଅଧିକାରୀ ଟାଣୁଆ ନେତାଙ୍କ ଅଭୟବାଣୀ ବଳରେ ନିଜକୁ ବଳୀୟାନ ଭାବୁଛନ୍ତି। ଡିଇଓ ଙ୍କ ବଲାଙ୍ଗୀର ଜିଲ୍ଲାରେ କାର୍ଯ୍ୟକାଳ ଶେଷ ହୋଇଥିଲେ ମଧ୍ୟ ତାଙ୍କୁ ଟାଣୁଆ ନେତା କାହିଁକି ବିଦାୟ କରୁ ନାହାନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026

You Might Also Like