-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ଭାରତୀୟ ରେଡ କ୍ରସ ରୁ ପ୍ରଥମ ସ୍ଥାନ ଅଧିକାର କଲେ ସୁଲେମୀଆ l

07-Feb-2024



କୋକସରା (ତ୍ରିନାଥ ବେଶ୍ରା )
ଭାରତୀୟ ରେଡ କ୍ରସ୍ ସୋସାଇଟି ଓଡ଼ିଶା ଶାଖା ଭୁବନେଶ୍ଵର ତରଫରୁ ବିଭିନ୍ନ ଜିଲ୍ଲା ରୁ ଛାତ୍ର ଛାତ୍ରୀ ମାନେ ଭାରତୀୟ ରେଡ କ୍ରସ ମାଧ୍ୟମରେ ଭୁବନେଶ୍ଵର ଠାରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା lଏହି ପ୍ରତିଯୋଗିତାରେ ନବରଙ୍ଗପୁର  ଜିଲ୍ଲା ପାପଡ଼ା ହାଣ୍ଡି ବ୍ଲକ ସେମେଲା ଗ୍ରାମପଞ୍ଚାୟତ ର ସେମେଳା ସରକାରି ଉଚ୍ଚ ବିଦ୍ୟାଳୟ ତରଫରୁ ଜଣେ ମାତ୍ର ଛାତ୍ରୀ କୁମାରୀ ସୁଲେମୀଆ ସଗରିଆ ଭୁବନେଶ୍ଵର  ଭାରତୀୟ ରେଡ କ୍ରସ ସୋସାଇଟିଓଡ଼ିଶା ଶାଖା ତରଫରୁ ବିଭିନ୍ନ ପ୍ରତିଯୋଗିତା ରେ ଅଂଶଗ୍ରହଣ କରି ଥିଲେ ଓ ରଙ୍ଗୋଲି କାର୍ଯ୍ଯ କ୍ରମ ରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ,ସୁଲେମିଆ ପିତା ସାମୁ ୟଲ  ସଗରିଆ ମାତା ମିନତି ସଗରିଆ ଝିଅ ର ସଫଳତା ରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଖବର ଶୁଣି  ଆନନ୍ଦ ହୋଇଥିଲେ l ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଥିବାରୁ       ବିଦ୍ୟାଲୟ ର ଏହା ଏକ ଗୌରବ ର ବିଷୟ ଅଟେ, ଏହି ପୁରସ୍କାର ପାଇଥିବାରୁ  ସ୍କୁଲ ଛାତ୍ର ଛାତ୍ରୀ ମାନେ ଉଛାହ
ଉତ୍ସାହିତ  ହୋଇଥିଲେ l ସୂଲେମିଆ  ଙ୍କ ବାପା କହିବା ଅନୁଯାୟୀ  ସେଘରେ ମଧ୍ୟ ଅନେକ କାମରେ ମାଆଙ୍କୁ  ସାହାଯ୍ୟ କରିବା ସହ ଟେଲେରିଙ୍ଗ କାମ କରି ମଧ୍ୟ ସ୍କୁଲ ଜାଇ ପାଠ ପଢି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି  l ଏହାଏକ ଗୌରବ ର ବିଷୟ ଅଟେ, ଏହି ପ୍ରତିଯୋଗିତାରେ ଓଡ଼ିଶାରୁ ବିଭିନ୍ନ ବିଦ୍ୟାଳୟ ଠାରୁଆସି ଥିବା ଛାତ୍ର ଛାତ୍ରୀ ମାନେ ମଧ୍ୟ ଅଂଶ ଗ୍ରହଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like