-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ରାଜ୍ୟ

ଗଣତନ୍ତ୍ରର ସୁରକ୍ଷା ଓ ସମୃଦ୍ଧ କୋସଲ ରାଜ୍ୟ ଗଠନ ପାଇଁ ପରିବାରବାଦ ରାଜନୀତିକୁ କବର ଦେବା ନିହାତି ଆବଶ୍ୟକ - ପ୍ରମୋଦ କୁମାର ମିଶ୍ର

07-Feb-2024



ବଲାଙ୍ଗୀର- କୋସଲ ଆନ୍ଦୋଳନକୁ ଶାଣିତ କରିବାକୁ ତଥା କୋଶଳାଞ୍ଚଳରେ ବିଶେଷ କରରି ଅବିଭକ୍ତ ବଲାଙ୍ଗିର ଜିଲ୍ଲାରେ ପରିବାରବାଦ ରାଜନୀତିକୁ ପ୍ରତିହତ କରିବା ପାଇଁ ବିଶିଷ୍ଟ କୋସଲବାଦୀ ନେତା ପ୍ରମୋଦ ମିଶ୍ର ବିଭିନ୍ନ ଅଂଚଳକୁ ଗସ୍ତ କରି ସଭା, ସମିତିମାନ କରୁଛନ୍ତି । ଏହି କ୍ରମରେ ଗତକାଲି ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ଶ୍ରୀ ମିଶ୍ର ଦେଓଗାଁ ବ୍ଲକର ବନ୍ଧପଡା ଠାରେ ଏକ ଯୁବ ସମ୍ମିଳନୀରେ ଯୋଗ ଦେଇଥିଲେ । କୋସଲ ରାଜ୍ୟ ସମନ୍ୱୟ ସମିତି ଦେଓଗାଁ ବ୍ଲକ କମିଟି ତରଫରୁ ଆୟୋଜିତ ଏହି ଯୁବ ସମ୍ମିଳନୀରେ ଶତାଧିକ ଯୁବ ସଂଗଠକ ଯୋଗଦାନ କରିଥିଲେ । ଉପସ୍ଥିତ ଯୁବ ପ୍ରତିନିଧିମାନଙ୍କୁ ଉଦ୍‌ବୋଧନ ଦେଇ ଶ୍ରୀ ମିଶ୍ର କୋସଲ ଆନ୍ଦୋଳନକୁ ଜୋରଦାର କରିବା ପାଇଁ ଯୁବ ପ୍ରତିନିଧିମାନଙ୍କୁ ଆହ୍ୱାନ ଦେଇଥିଲେ । ଏଥି ସହିତ କୋସଲ ଆନ୍ଦୋଳନ, ଗଣତନ୍ତ୍ର ଓ ଅବିଭକ୍ତ ବଲାଙ୍ଗିର ଜିଲ୍ଲା (ବଲାଙ୍ଗିର - ସୋନପୁର)ର ବିକାଶ ଓ ସମୃଦ୍ଧି ପାଇଁ ପରିବାରବାଦ ରାଜନୀତିକୁ ପ୍ରତିହତ କରିବା ପାଇଁ ଯୁବ ସମାଜକୁ ଆହ୍ୱାନ ଦେଇଥିଲେ । ଗତ ୩୦ବର୍ଷ ମଧ୍ୟରେ ବଲାଙ୍ଗିର ଜିଲ୍ଲା ଓ ବଲାଙ୍ଗିର ଲୋକସଭା ନିର୍ବାଚନ ମଣ୍ଡଳୀର ରାଜନୀତି କିଛି  ନିର୍ଦ୍ଦିଷ୍ଟ ରାଜନୈତିକ ପରିବାର ହାତରେ କେନ୍ଦ୍ରୀଭୁତ ହୋଇ ରହି ଯିବାରୁ ଏ ଅଂଚଳର ବିକାଶ ହୋଇ ପାରୁ ନାହିଁ ବୋଲି ଶ୍ରୀ ମିଶ୍ର ମତ ଦେଇଥିଲେ । ଏଥି ସହିତ ଏ ଅଂଚଳର ସକ୍ଷମ ଓ ସଂଗ୍ରାମୀ ଯୁବ ସମାଜକୁ ରାଜନୈତିକ ନେତୃତ୍ୱ ପ୍ରଦାନ କରିବା ପରିବର୍ତ୍ତେ ନିଜ ପରିବାରର ସଂପତ୍ତି ଓ ପ୍ରତିପତ୍ତିର ସୁରକ୍ଷା ପାଇଁ କିଛି ରାଜନେତା ନିଜ ନିଜର ପୁଅ ମାନଙ୍କୁ ଧରି ରାଜନୌତିକ ମଇଦାନରେ ବୁଲୁଥିବାରୁ ଶ୍ରୀ ମିଶ୍ର ସେମାନଙ୍କୁ ସମଲୋଚନା କରିଥିଲେ । ଯେଉଁ ରାଜନୈତିକ ଦଳମାନେ ଏ ଅଂଚଳର ବାସ୍ତବିକ ବିକାଶ ଚାହାନ୍ତି, ସେମାନେ ଏଭଳି ପରିବାରବାଦୀ ରାଜନୈତିକ ପରିବାରମାନଙ୍କୁ ଛାଡି ସାଧାରଣ ପରିବାରର ଯୁବକମାନଙ୍କୁ ଟିକଟ ଦିଅନ୍ତୁ ବୋଲି ଶ୍ରୀ ମିଶ୍ର ଆହ୍ୱାନ ଦେଇଥିଲେ । ଯେଉଁ ରାଜନେତା କୋସଲକୁ ବିରୋଧ କରୁଛନ୍ତି କିମ୍ବା କୋସଲ ପ୍ରସଙ୍ଗକୁ ନେଇ ରାଜନୈତିକ ଫାଇଦା ନେବାକୁ ଚେଷ୍ଟା କରୁଛନ୍ତି ସେମାନଙ୍କୁ ଆଗାମୀ ନିର୍ବାଚନରେ ପ୍ରତ୍ୟାଖ୍ୟାନ କରିବାକୁ ଶ୍ରୀ ମିଶ୍ର ଆହ୍ୱାନ ଦେଇଥିଲେ । ଏହି ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷାବିତ୍ ସଂକିର୍ତ୍ତନ୍ୟ ଦାଶ, ଶ୍ରମିକ ନେତା ରବି ମିଶ୍ର, ରଣରାଜ ସିଂଦେଓ, ଯୁବ ସଂଗଠକ ଡୋଳାମଣି ପ୍ରଧାନ, କୃତିବାସ ଚାନ୍ଦ, ବନ୍ଧପଡା ସରପଂଚ ଗୋପାଳ ମିଶ୍ର ଓ ସମାଜସେବୀ ଜୟଦୀପ ସିଂ ନିନା, ଅମିତ କୁମାର ପଲିତା ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like