-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

*ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକ ଉତ୍ସବ ଅନୁଷ୍ଠିତ*

07-Feb-2024



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ ) ସୋନପୁର ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀ ଇନ୍ଦ୍ରମଣି ଦାଶ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଡ. ଜ୍ୟୋତି ରଞ୍ଜନ ବହିଦାର ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ବହୁ ମୂଲ୍ୟ ମାର୍ଗଦର୍ଶନ କରିଥିବା ବେଳେ ବିଭିନ୍ନ କ୍ଷେତ୍ରରେ କୃତୀ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ। ମୁଖ୍ୟବକ୍ତା ଭାବେ ଶ୍ରୀ ମଦନ ମୋହନ ଦାନୀ ଯୋଗ ଦେଇଥିବା ବେଳେ ପରିଚାଳନା କମିଟି ସଂପାଦକ ଶ୍ରୀ ହରି ନାରାୟଣ ତ୍ରୀପାଠୀ ସଂପାଦକୀୟ ବାର୍ଷିକ ବିବରଣୀ ପଠନ କରିଥିଲେ। ସ୍କୁଲ୍ ଅଧ୍ୟକ୍ଷ ପତିତ କୁମାର ବେହେରା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶ୍ରୀ ଲକ୍ଷ୍ମଣ ଦାଶ ଧନ୍ୟବାଦ୍ ଅର୍ପଣ କରିଥିଲେ। ସଭା ଆରମ୍ଭ ରେ ଯନ୍ତ୍ର ସଙ୍ଗୀତ ସହ ସାମୁହିକ ନୀରବ ଧ୍ୟାନ କରଯାଇଥିବା ବେଳେ ଶିକ୍ଷା କେନ୍ଦ୍ରର ଛାତ୍ରୀ ମାନଙ୍କ ଦ୍ଵାରା ଆବାହନୀ ସଙ୍ଗୀତ ପରିବେଷଣ କରଯାଇଥିଲା। ଶିକ୍ଷା କେନ୍ଦ୍ରର ସୁକାନ୍ତି ଅପା ମା ଦୁର୍ଗା ସ୍ତୋତ୍ର ପଠନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like