-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ରାହୁଲ ଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ଅବସରରେ ସାମ୍ବାଦିକ ସମ୍ମିଳନୀ

07-Feb-2024



ରାଉରକେଲା (ପ୍ରେରଣା ଖବର )' ଭାରତ ଯୋଡ ନ୍ୟାୟ ଯାତ୍ରା ଅବସରରେ ଏକ ସାମ୍ବାଦିକ ସମ୍ମିଳନୀ ଏ ଆଇ ସି ସି ସାଧାରଣ ସମ୍ପାଦକ ଜୟରାମ ରମେଶ ଙ୍କ ଆବାହକତ୍ବରେ ଅନୁଷ୍ଠିତ ହୋଇଯାଇଛି l
୨୫ ତମ ଦିନ ଆଜି ଭରତ ଯୋଡ଼ ନ୍ୟାୟ ଯାତ୍ରା । ଏହା  ରାଉରକେଲାରୁ ଆରମ୍ଭ ହୋଇଛି । ଜବାହରଲାଲ ନେହେରୁ ଏଠାରେ ଶିଳ୍ପ ପ୍ରତିଷ୍ଠା କରିଥଲେ। ଓଦ୍ୟୋଗିକରଣ ର ଏହ ଏକ ମାଇଲ ଖୁଣ୍ଟ। ହୀରାକୁଦ ଡ଼୍ୟାମ, ନାଲକୋ  ଅନେକ କାରଖାନା ପ୍ରତିଷ୍ଠା ହୋଇଥିଲା କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୋଟିଏ ଏମିତି ପ୍ରଧାନମନ୍ତ୍ରୀ ଯିଏ ଦେଶ ର ସମସ୍ତ ସଂପତ୍ତି ବିକ୍ରି କରୁଛନ୍ତି । ତୃତୀୟ ଥର ପ୍ରଧନମନ୍ତ୍ରୀ ହେଲେ ରାଉରକେଲା ଷ୍ଟିଲ ପ୍ଲାଣ୍ଟ ବି ବିକ୍ରି କରିଦେବେ । 
ଏଠାରେ ବିଜେପି ବିଜେଡ଼ି ଗୋଟିଏ ସିକ୍କା ର ଦୁଇ ପାର୍ଶ୍ବ। ବିଜେପି କୁ ସବୁ ବେଳେ ସମର୍ଥନ କରୁଛି ବିଜେଡ଼ି। କଂଗ୍ରେସ ଏକା ଲଢିବ ନରେନ୍ଦ୍ର ମୋଦୀ ଏବଂ ବିଜେପି, ଆର୍ ଏସ୍ ଏସ୍ ଠାରୁ କହ୍ନେୟା କୁମାର , ୫ ଟି ନ୍ୟାୟ ପାଇଁ ଏହି ଯାତ୍ରା । ନାରୀ ଯୁବକ, ଛାତ୍ର, ଶ୍ରମିକ, ଚାଷୀ ପବ୍ଲିକ ସେକ୍ଟର କୁ ପ୍ରେଣ୍ଡସିପ ସେକ୍ଟର ରେ ପରିବର୍ତ୍ତନ କରୁଛନ୍ତି ପ୍ରଧାନମନ୍ତ୍ରୀ । ଦେଶରେ ବେରୋଜଗାର ବୃଦ୍ଧି ପାଉଛି । ପବ୍ଲିକ ସେକ୍ଟରକୁ ସମାପ୍ତ କରି ଯୁବକଙ୍କୁ ଧୀରେ ଧୀରେ ବେରୋଜଗର କରାଯିବ। ଆଜି ଦେଶ ରେ ବେକାର ଯୁବକ ଆତ୍ମହତ୍ୟା କରୁଛନ୍ତି। ଚାଷୀଙ୍କ ଠାରୁ ଅଧିକ ଯୁବକ ଆତ୍ମହତ୍ୟା କରୁଛନ୍ତି। ମୋଦି+ଆଦାନୀ = ମୋଦାନି ଦେଶ କୁ ବିକ୍ରି କରୁଛନ୍ତି ବୋଲି ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like