-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ସୁଦାମଚରଣ ଡିଗ୍ରୀ କଲେଜରେ ଓଡିଆ ସାହିତ୍ୟ ପ୍ରତିଯୋଗିତା ଉଦଯାପିତ

07-Feb-2024



ବଲାଙ୍ଗିର (ପ୍ରେରଣା ଖବର ): ଭାଷା ମଣିଷର ପରିଚୟ।ତେଣୁ ପ୍ରତିଟି ଭାଷାକୁ ନେଇ ଆମେ ନିଜକୁ  ସମର୍ପିତ କରିବା ଦରକାର।ଶାସ୍ତ୍ରୀୟ  ଓଡିଆ ଭାଷା ଆଜି ଅସ୍ମିତାର ଅନ୍ବେଷଣ କରୁଛି।ତେଣୁ  ଜୀବନବାଦୀ ହେବାକୁ ଆଜି  ପ୍ରତିଟି ମଣିଷ ନିଜର ମାତୃଭାଷା ର ଅସ୍ମିତାକୁ ବଞ୍ଚାଇବାକୁ ଉଦ୍ୟମ କରିବା ଦରକାର ।ବୈଶ୍ବିକ ଭାଷିକ ସଂକଟର ସମୟରେ  ଓଡିଆ ହେଉ କି ଯେ କୌଣସି ଭାଷା, ତାର ବ୍ୟବହାର ଉପରେ ନିର୍ଭର

କରେ ତାର ଅସ୍ତିତ୍ବ ରହିବ କି ନାହିଁ ବୋଲି ମତ ଦେଇଛନ୍ତି କବି ଅଧ୍ୟାପକ ସନ୍ଦୀପ କୁମାର କୁଅଁର।  ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଓ ଶ୍ରୀ ଜଗନ୍ନାଥ ମନ୍ଦିର ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟନ ଅବସରରେ ସୁଦାମ ଚରଣ ଡିଗ୍ରୀ ମହାବିଦ୍ୟାଳୟରେ  ନୂଆଁ ଓ  ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ର ଉଦଯାପନୀ ସମାରୋହରେ  ମୁଖ୍ଯ ଅତିଥି ଭାବରେ ଯୋଗ ଦେଇ ସେ ଏହି ମନ୍ତବ୍ଯ ପ୍ରଦାନ କରିଛନ୍ତି। ମହାବିଦ୍ୟାଳୟର 

ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ମିଶ୍ର ଙ୍କ  ସଭାପତିତ୍ବରେ ଅନୁଷ୍ଠିତ ଏହି ଉଦଯାପନୀ ସମାରୋହର ପ୍ରାରମ୍ଭରେ  ଜଗନ୍ନାଥଙ୍କ ଫଟୋରେ ମାଲ୍ୟାର୍ପଣ ଓ ଦୀପ ପ୍ରଜ୍ବଳନ କରାଯାଇଥିବା ବେଳେ ଇତିହାସ ଅଧ୍ୟାପକ  ପ୍ରଦୀପ୍ତ ବଲ୍ଲଭ  ପାଣିଗ୍ରାହୀ ସଭା ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ର ପୁରସ୍କାର ବିତରଣ  ପରିଚାଳନା  କରିଥିଲେ କାର୍ଯ୍ୟକ୍ରମ ର ନୋଡାଲ ଅଧିକାରୀ

ଯୁଧିଷ୍ଠିର ପ୍ରଧାନ ।ଏହି ଅବସରରେ ହୋଇଥିବା ଓଡିଆ ଖାଦ୍ୟ ପ୍ରତିଯୋଗିତା କୁ ମୁଖ୍ଯ ଅତିଥି  ବୁଲି ଦେଖିଥିଲେ  । ପୁରସ୍କାର  ବିତରଣ ରେ ସହଯୋଗ କରିଥିଲେ  ଶିକ୍ଷା ଅଧ୍ୟାପକ  ଚନ୍ଦ୍ରଭାନୁ ମିର୍ଧା,ଇତିହାସ ଅଧ୍ୟାପିକା  ଶାଶ୍ବତୀ ଦେହୁରୀ , ରାଜନୀତି ବିଜ୍ଞାନ ଅଧ୍ୟାପିକା ବର୍ଷା ପଟେଲ , ସହକାରୀ ଗ୍ରନ୍ଥାଗାରିକ ପ୍ରୀତମ କୁମାର ପଣ୍ଡା , କ୍ରୀଡା ଅଧ୍ୟାପକ  ରଘୁନାଥ ଭୋଇ, ରମାଇ ସିଂ, ନିମାଇଁ ରଣା, ପ୍ରମୁଖ।  ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ଇଂରାଜୀ ଅଧ୍ୟାପିକା ଜସ୍ମିନ କୁମାରୀ ନନ୍ଦ।  ପରେ ପରେ ଜଗନ୍ନାଥ ସଂସ୍କୃତିର  ସଂପର୍କରେ ଏକ ବୃତ୍ତଚିତ୍ର  ଛାତ୍ରଛାତ୍ରୀଙ୍କୁ ପ୍ରଦର୍ଶନ କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like