-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

କଟକ : ଚାଇଲ୍ଡ ହୋମ ବିଦ୍ୟାଳୟର ରୋପ୍ୟ ଜୟନ୍ତୀ ଉତ୍ସବ ଅନୁଷ୍ଠିତ

07-Feb-2024



କଟକ(ପ୍ରେରଣା ଖବର): କଟକ ଖlନ୍ ନଗର ସ୍ଥିତ ଚାଇଲ୍ଡ ହୋମ ବିଦ୍ୟାଳୟର ୨୫ତମ ବାର୍ଷିକ ଉତ୍ସବ ତଥା ରୌପ୍ୟ ଜୟନ୍ତୀ ବିଦ୍ୟାଳୟର ଅଧକ୍ଷl ଶ୍ରୀମତୀ ସରୋଜ ନଳିନୀ ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯଇଅଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଡ଼ଃ ବିଜୟଲଷ୍ମୀ ସାହୁ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଭଲ ମଣିଷ ହେବା ପାଇଁ ଉପଦେଶ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ ଲେଖିକା ସ୍ତମ୍ଭକାର ଶ୍ରୀମତୀ ମୀରା ବେଉରା ଯୋଗ ଦେଇ ପିଲା ମାନଙ୍କର ପିତାମାତା ମାନେ କେବଳ ପରୀକ୍ଷାରେ ଅଧିକ ନମ୍ଵର୍ ଆଣିବାକୁ 

ପ୍ରଚେଷ୍ଟା ନକରି ସେମାନଙ୍କ ଭିତରେ ଥିବା ସୃଜନଶୀଳତା  ତଥା ପ୍ରତିଭାକୁ ଖୋଜି ସେମାନଙ୍କୁ ଉତ୍ସାହିତ କରିବା ଆମ ସମସ୍ତଙ୍କର ଦାୟିତ୍ୱ ବୋଲି ନିଜ ବକ୍ତବ୍ୟରେ କହିଥିଲେ। ଅନ୍ୟତମ ବିଶିଷ୍ଟ ଅତିଥି ଭାବେ ରାଜ୍ୟ ପର୍ଯ୍ୟଟନ ବିଭାଗର ଅଧିକାରୀ ପ୍ରଭାତ କୁମାର ସାହୁ ଓ କଟକ ଜାଭିୟର ସ୍କୁଲର ଅଧ୍ୟକ୍ଷା ଅମ୍ବିକା ବିଶ୍ଵାଳ ଯୋଗ ଦେଇ ପିତାମାତା ତାଙ୍କର

ତାଙ୍କର ମୂଲ୍ୟବାନ ସମୟରୁ କିଛି ବାହାର କରି ପିଲାମାନଙ୍କ ନିମନ୍ତେ ଦେଵl ଆବଶ୍ୟକ ବୋଲି କହିଲେ। ବିଦ୍ୟାଳୟର ଉପଦେଷ୍ଟା ପ୍ରଭାସ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ ଉତ୍ସବ କୁ ପରିଚlଳନl କରିଥିଲେ।  ଅତିଥି ମାନେ ପିଲାମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।ଓ ଶେଷରେ ପିଲାମlନଙ୍କ ଦ୍ବାରା  ସାଂସ୍କୃତିକ କାର୍ଯକ୍ରମ ପରିବେଷଣ କରଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like