-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ରାଜ୍ୟ

ଦ୍ଵିତୀୟ ଦିବସ ରେ ବଲାଙ୍ଗିର ଫ୍ରେଣ୍ଡ କ୍ଲବ ପକ୍ଷରୁ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗିତା,୪-୨ ଗୋଲ ରେ ବୀରମହାରାଜପୁର ବିଜୟୀ

07-Feb-2024



ବଲାଙ୍ଗିର(ପ୍ରେରଣା ଖବର ): ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆ ରେ ବଲାଙ୍ଗିର ଫ୍ରେଣ୍ଡ କ୍ଲବ ପକ୍ଷରୁ ଜାତୀୟ ସ୍ତରୀୟ ଫୁଟବଲ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ବୁଧବାର ଆୟୋଜିତ ପ୍ରତିଯୋଗିତା ର ଦ୍ଵିତୀୟ ଦିବସରେ  କ୍ଲବର ସଭାପତି ଲୋଟସ ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ  ସମ୍ମାନିତ ଅତିଥି ଭାବରେ ବିଶିଷ୍ଟ କ୍ରୀଡ଼ାବିତ ସମାଜସେବୀ ଡ଼ଃ ଶ୍ରୀକର ମିଶ୍ର, ବରିଷ୍ଠ ଆଇନଜିଵୀ ପ୍ରମୋଦ ମିଶ୍ର,ଆଞ୍ଚଳିକ ପରିବହନ ଅଧିକାରୀ ରାଜେଶ ମାରାଣ୍ଡି, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ତୋଫାନ ବାଗ  ଓ କ୍ଲକର ସଧାରଣ ସମ୍ପାଦକ ଜଗନ୍ନାଥ ମିଶ୍ର  ଏବଂ କୋଷାଧକ୍ଷ ରଂଜିତ ବେହେରା ମଂଚାସିନ ଥିଲେ । ସୁରେଶ କୁମାର ଦାସ, ଖଲ୍ଲିଊର

ରାହେମନ, ସୁଶାନ୍ତ ନାଗ, ନିଶାରକାନ୍ତ ନାଗ ଖେଳକୁ ପରିଚାଳନା କରିଥବା ବେଳେ ମ୍ୟାଚ କମିସନର ଭାବରେ ଶୁନିଲ ଚନ୍ଦ୍ର ବିଶ୍ୱାଲ ରହିଥିଲେ । ଆଜିର ଏହି ଦ୍ଵିତୀୟ ଦିନର ଖେଳରେ ବଲାଙ୍ଗିର ୟୁଥ କ୍ଲବ ଓ ସି.ସି . ଏଫ.ଏ ବୀରମହାରାଜପୁର ମଧ୍ୟରେ ହୋଇଥିଲା ।  । 4-2 ରେ  ଗୋଲ ରେ ସି.ସି . ଏଫ.ଏ ବୀରମହାରାଜପୁର ବିଜୟ ହୋଇଥିଲା । ଦ୍ଵିତୀୟ ଦିନରେ ବଲାଙ୍ଗିର ବିଶିଷ୍ଠ କ୍ରିଡାବିତ ମଧୁସୂଦନ ବାବୁ, ଆନନ୍ଦିନୀ ଦର୍ଜୀ ଓ ପ୍ରଫୁଲ୍ଲ ବେହେରା ଅତିଥିମାନଙ୍କ ଦ୍ୱାରା ସମ୍ମର୍ଦ୍ଧନା କରାଯାଇଥିଲା , ଜୟ ନାରାୟଣ ବହିଦାର, ପବିତ୍ର ଖୁଣ୍ଟିଆ, ମଧୁ ବନଛୋର, ଲକ୍ଷ୍ମୀ ସ୍ୱାଇଁ, କିଶୋର ଦଣ୍ଡସେନା, ସୋମନାଥ ମିଶ୍ର, ଗୋବିନ୍ଦ ଶତପଥୀ, ସାଞ୍ଜୀବ ସାହୁ, ମନୋଜ କୁମାର ମିଶ୍ର, ମନୋଜ ଦୀପ, ପୃଥୀରାଜ ବରାଡ, ରାମ ନାଏକ, ସୋନୁ ପଟ୍ଟନାୟକ, ପୂର୍ଣ୍ଣ ତ୍ରୀପାଠୀ, ଦେବେନ ପାତ୍ର, ବିଭିତି ସ୍ୱାଇଁ, ଶକ୍ତି ଅମାତ, ଟକିି ମହାପାତ୍ର, ଟିକୁ ପରିଚ୍ଚା, ନତ୍ୟା ପଧାନ, ଅଙ୍କୁଶ ପାଣ୍ଡିଆ ପ୍ରମୁଖ ଉପସ୍ଥିତ ରହି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ ।

ଆସନ୍ତା କାଲି ପ୍ରଥମ ସେମିଫାଇନାଲ ଖେଳ ସି.ସି.ଏଫ.ଏ ବିରମାହାରାଜପୁର ଓ ଏଥଲେଟିକ ଆସୋସିଏସନ କଦଳିପାଲି ମଧ୍ୟରେ ଖେଳ ଅନୁଷ୍ଠିତ ହେବ ବୋଲି କମିଟୀ ପକ୍ଷରୁ ସୁଚନା ଦେଇଛନ୍ତି । ସଭାକୁ ଶରତ ନନ୍ଦ ପରିଚାଳନା କରିଥିବା ବେଳେ କ୍ଲବର ସଧାରଣସମ୍ପାଦକ ଶ୍ରୀ ମିଶ୍ର ଧନ୍ୟବାଦ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like