-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||     

HOME   ମହାନଗର

ଜିଲ୍ଲପାଳଙ୍କ ସଭlଗୃହରେ ମିଶନ ଶକ୍ତି ଓଡ଼ିଆ କବି ସମ୍ମିଳନୀ ଅନୁଷ୍ଠିତ।।

07-Feb-2024



କଟକ (ପ୍ରେରଣା ଖବର ): ପ୍ରଥମ ବିଶ୍ବ ଭାଷା ସମ୍ମିଳନୀ  ଆରମ୍ଭ ହେବା ପୂର୍ବରୁ ମିଶନ ଶକ୍ତି ଓଡ଼ିଆ କବି ସମ୍ମିଳନୀ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହ ରେ ଅନୁଷ୍ଠିତ ହେlଇଯାଇଛି।

ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟ ଉନ୍ନୟନ ଅଧିକାରୀ ସୁବାସ ଚନ୍ଦ୍ର ରାୟ ଯୋଗ ଦେଇ  ଭାଷାର ସୁରକ୍ଷା ପାଇଁ ସମସ୍ତଙ୍କର ଉଦ୍ୟମ ଆବଶ୍ୟକ ବୋଲି କହିଥିଲେ। ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଉପମା ଗନ୍ତାୟତ ଙ୍କ ପୌରହିତ ରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟ ମାନେ  ସ୍ୱରଚିତ କବିତା ପାଠ କରିଥିଲେ।ସେମାନଙ୍କ ମଧ୍ୟରେ

ପୁଷ୍ପାଞ୍ଜଳି ସିଂହ ପ୍ରଥମ ରଶ୍ମିତା ନାୟକ ଦ୍ଵିତୀୟ ଓ ମୀନାକ୍ଷୀ ଦାସ ଙ୍କୁ ତୃତୀୟ ଶ୍ରେଷ୍ଠ କବି ଭାବେ ବିବେଚିତ କରାଯାଇ ପୁରସ୍କୃତ କରଯାଇଥିଲା। ପ୍ରଫେସର ବିଶ୍ଵନାଥ ନାୟକ, ପ୍ରଧାନ ଶିକ୍ଷକ ଅକ୍ଷୟ କୁମାର ଷଡଙ୍ଗୀ  ଓ ଲେଖିକା ସ୍ତମ୍ଭକାର ମୀରା ବେଉରା  ବିଚାରକ ଅତିଥି ଭାବରେ ଯୋଗଦେଇ

ମୂଲ୍ୟାୟନ କରିଥିଲେ। ମିଶନ ଶକ୍ତି ର ଜିଲ୍ଲା ପ୍ରକଳ୍ପ ସଂଯୋଜିକ ସ୍ୱାଗତିକା ପରିଡା କାର୍ଯ୍ୟକ୍ରମ ସଂଯୋଜନl କରିଥିଲେ। ଅତିରିକ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ବବିତା ଜେନା ଓ ଜିଲ୍ଲା ସଂସ୍କୃତି ଅଧିକାରୀ  ନଳିନୀ କାନ୍ତ ସାହୁ ଙ୍କ ସମେତ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ। ଶେଷରେ ଅତିଥି ମାନେ ମିଶନ ଶକ୍ତି ର ମହିଳାମାନେ ଆଗକୁ ଆହୁରି କିଭଳି ଭାଷାକୁ ସୁରକ୍ଷା ଦେଇ ସୁନ୍ଦର କବିତା ରଚନା କରି ପାରିବେ ସେ ସଂପର୍କରେ ଅଭିଭାଷଣ ପ୍ରଦାନ କରି ଶ୍ରେଷ୍ଠ କବି ମାନଙ୍କୁ ଉତ୍ସାହିତ କରି ପୁରସ୍କାର ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like