-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||     

HOME   ଜିଲ୍ଲା

ହିନ୍ଦୁ ମହାସଂଘର ଧର୍ମସଭା କେଲିଆ ଶୈବପୀଠ ରେ ଅନୁଷ୍ଠିତ*

07-Feb-2024



(ମିହିର ଶଙ୍କର ପାତ୍ର,)
କେଲିଆ ଶୈବ ପୀଠ ରେ ହିନ୍ଦୁ ମହାସଂଘ ର ଧର୍ମ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ହିନ୍ଦୁ ମହାସଂଘ କେନ୍ଦ୍ରୀୟ ସମିତି ପ୍ରମୁଖ ଜୟନ୍ତ କୁମାର ପାତ୍ର ଙ୍କ ଅଧ୍ୟକ୍ଷତା କରିଥିଲେ ଏବଂ ଆଇନ୍ ପରାମର୍ଶଦାତା ଅରୁଣ ପ୍ରସନ୍ନ ନାୟକ ମଞ୍ଚ ପରିଚାଳନା କରିଥିଲେ। ଅତିଥି ଭାବେ ମାର୍ଗଦର୍ଶକ ମଣ୍ଡଳୀ ଅଧ୍ୟକ୍ଷ ସୌଭାଗ୍ୟ ବାବା, ଦେବଗିରି ଆଶ୍ରମ ର କ୍ରାନ୍ତି ଗିରି ମହାରାଜ, କେନ୍ଦ୍ରୀୟ ସହ ସଂଯୋଜକ ଡ.ଗଣେଶ ପଣ୍ଡା, ବିଶ୍ବହିନ୍ଦୁ ପରିଷଦ ର କୃପାରାମ ସାହୁ, ପ୍ରବକ୍ତା ଶ୍ୟାମସୁନ୍ଦର କବିରାଜ ଓ ଚିନ୍ମୟୀ ସାହୁ, ମାତୃଶକ୍ତି ପ୍ରମୁଖ ସ୍ବାତୀ ହୋତା, ରାଷ୍ଟ୍ରୀୟ ଭବାନୀ ବାହିନୀ ଅଧ୍ୟକ୍ଷା ଜୟଶ୍ରୀ ନାୟକ, ରାଜ୍ୟ ସାଧାରଣ ସମ୍ପାଦକ ଉମାକାନ୍ତ ବିଷୟୀ, କରସେବକ ମନୋଜ ମହାଙ୍କୁଡ, ଭବାନୀ ବାହିନୀ ସଂପାଦିକା ସ୍ନେହା ନାୟକ, ଜିଲ୍ଲା ସଭାନେତ୍ରୀ ନୀର୍ମଳା ବିଷୟୀ, ସ୍ବପ୍ନା ବେହେରା, ଶୁଚିସ୍ମୀତା ବେହେରା, ଜିଲ୍ଲା ସଂପାଦକ ପିଣ୍ଟୁ ଠାକୁର, ଅବିଭକ୍ତ କୋରାପୁଟ ଜିଲ୍ଲା ଯୁବ ହିନ୍ଦୁ ମହାସଂଘ ସଭାପତି ଥବିର ପନକା, ବୋରିଗାଁ ମଣ୍ଡଳ ସଭାପତି ଭାଷ୍କର ପନକା, ଗୋରା ହରିଜନ, ବିନୋଦ ହରିଜନ, ରଘୁନାଥ ପୂଜାରୀ, ଡାବୁଗାଁ ପ୍ରେସ କ୍ଲବ ସଂପାଦକ ମିହିର ଶଙ୍କର ପାତ୍ର, ଗଗନ ଗନ୍ତାୟତ, ଡାକୃଷି କଲାର, କୃଷକ ମହାସଂଘ ସଭାପତି ହିମାଂଶୁ ବସନ୍ତିଆ, ଅଶୋକ ପାତ୍ର, ସବ୍ୟସାଚୀ ଭରତିଆ, ଦିବା ହରିଜନ, ଜନଜାତି ହିନ୍ଦୁ ମହାସଂଘ ସଭାପତି ଦିବାକର ଜାନୀ, ମହେନ୍ଦ୍ର ପାତ୍ର, ମହେଶ ନାୟକ, ପିତାମ୍ବର ନାୟକ, ଭବାନୀ ବିଜୟୀ,କାଞ୍ଚନ ହରିଜନ, ପିଣ୍ଟୁ ଗଣ୍ଡ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ଧର୍ମ ରକ୍ଷା ଓ ଅଖଣ୍ଡ ହିନ୍ଦୁ ରାଷ୍ଟ୍ର ନିର୍ମାଣ ଉପରେ ଆଲୋଚନା ହୋଇଥିଲା। ଅଯୋଧ୍ୟା ଶ୍ରୀରାମ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ରେ ଯାଇଥିବା ବ୍ୟକ୍ତି ମାନଙ୍କୁ ସମ୍ବର୍ଧନା ଦିଆ ଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026

You Might Also Like