-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||     

HOME   ଜିଲ୍ଲା

ଅlଟଗାଁ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

08-Feb-2024



ପୁଇଁତଲା ବ୍ଲକ ଅନ୍ତର୍ଗତ ଅlଟଗାଁ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଦିଲୀପ କୁମାର ଯୋଶୀଙ୍କ ସଭାପତିତ୍ୱରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ଶ୍ରୀ ରତନ କୁମାର ମେହେର, ପ୍ରଧାନ ଶିକ୍ଷକ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ବ୍ରlହ୍ମହଣିଜୋର ତଥା ସିନେ କଳାକାର, ମୁଖ୍ୟ ବକ୍ତାଭାବେ ଶ୍ରୀ ଚିତ୍ତ ରଞ୍ଜନ ପଣ୍ଡା, ପ୍ରଧାନ ଶିକ୍ଷକ ଦିନରଘୁ ମେହେର ଉଚ୍ଚ ବିଦ୍ୟାଳୟ, ବେଲପଡା ଓ ସମ୍ମାନିତ ଅତିଥିଭାବେ ଶ୍ରୀ ନୀଳମଣୀ ପଟେଲ, ପ୍ରଧାନ ଶିକ୍ଷକ,ବିନୋବା ଉଚ୍ଚ ବିଦ୍ୟାଳୟ, ଛାତମଖନା ଯୋଗଦେଇଥିଲେ l ବିଦ୍ୟାଳୟର ଛତ୍ରଛାତ୍ରୀମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ଯାହାକି ଅତିଥିମାନେ ଉଚ୍ଚ ପ୍ରଶଂସା କରିଥିଲେ l

ପୁରସ୍କାର ବିତରଣରେ ସହଯୋଗ କରିଥିଲେ ଶ୍ରୀମତୀ ସନ୍ତୋଷିନୀ ସାହୁ ଓ ପଦ୍ମିନୀ ସାହୁ ବିଦ୍ୟାଳୟର ପୂର୍ବତନ କ୍ରୀଡା ଶିକ୍ଷକ ଶ୍ରୀ ଅନ୍ତର୍ଯ୍ୟାମୀ ବିଶ୍ୱାଳ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ଶ୍ରୀ ସନାତନ ବାଗ ଧନ୍ୟବାଦ ଅର୍ପଣ କରିଥିଲେ l ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଶ୍ରୀ ରୋହିତାଶ୍ଵ ଯୋଶୀ, ନିତାଇ ଚରଣ ନାଏକ, ଶ୍ୟାମlରlଣୀ ମହାପାତ୍ର, ଜ୍ୟୋତ୍ସ୍ନା ଭୋଇ ତଥା ବିଦ୍ୟାଳୟର କର୍ମଚାରୀ ପୃଥ୍ଵୀରାଜ ସାହୁ, ଚିନ୍ତାମଣୀ ବାଗ, ପ୍ରେମରାଜ ପଶାୟତ, ରମାକାନ୍ତ ବେହେରା ପ୍ରଭୃତି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026

You Might Also Like