-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||     

HOME   ଜିଲ୍ଲା

ନୂଆ- ଓ

08-Feb-2024



(ମିହିର ଶଙ୍କର ପାତ୍ର)ନବରଙ୍ଗପୁର ଜିଲା ଡାବୁଗାଁ ବ୍ଳକ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ନୂଆ ଓ- ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମର ୩ୟ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି  l ଏହି କାର୍ଯ୍ୟକ୍ରମ ରେ ଡାବୁଗାଁ ବ୍ଲିକରେ ପ୍ରଥମ ଥର ପାଇଁ ସାମ୍ବାଦିକ ମାନଙ୍କୁ ମାନପାତ୍ର ଓ ଉପଢୌକନ ଦେଇ ଭୈରବ ମହାବିଦ୍ୟାଳୟ ର ଅଧ୍ୟାପକ ତଥା ଗୁରୁଜନ ମାନେ ଏଵଂ ଛାତ୍ରଛାତ୍ରୀ ମାନେ ସମ୍ବର୍ଦ୍ଧନା ଜଣାଇ ଥିଲେ। ସାମ୍ବାଦିକ ମାନଙ୍କୁ ମାନପାତ୍ର ଓ ଉପଢୌକନ ଦେଇ ସନ୍ନମାନୀତ କରିଥିବାରୁ ଡାବୁଗାଁ ସାମ୍ବାଦିକ ସଂଘ ତରଫରୁ ସାମ୍ୱାଦିକ ସଙ୍ଘର ସମ୍ପାଦକ ମିହିର ଶଙ୍କର ପାତ୍ର ଭୈରବ ମହାବିଦ୍ୟାଳୟର ଗୁରୁଜନ ଏଵଂ ଛାତ୍ରଛାତ୍ରୀଙ୍କୁ ଧନ୍ୟବାଦ ଜଣଇ ଥିଲେ। 

ସମ୍ପୃକ୍ତ ବିଦ୍ୟାଳୟର ଅଧ୍ୟକ୍ଷ ଶଶାଙ୍କ ଶେଖର ତ୍ରିପାଠୀଙ୍କ ସଭାପତିତ୍ଵରେ ସଭାକାର୍ଯ୍ୟ ଚାଲୁରହିଥିଲା l ସମ୍ମାନୀତ ଅତିଥି ଅଧ୍ୟାପକ ରମେଶ ଚନ୍ଦ୍ର ନାହାକ ଭାଷା, ସାହିତ୍ୟ, ଜଗନ୍ନାଥ ସଂସ୍କୃତି ଉପରେ ବାଖ୍ୟା କରିଥିଲେ l ଡିଗ୍ରୀ ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପିକା  ମନୀଷା ସରକାର ବଙ୍ଗୀୟ ସମ୍ପ୍ରଦାୟର ହୋଇଥିଲେ ହେଁ ଓଡ଼ିଆ ଭାଷାର ଜନ୍ମ ଦାତ୍ରୀ ସଂସ୍କୃତ ବୋଲି ସେ ମତ ବ୍ୟକ୍ତ କରିଥିଲେ l ଆମ ଭାଷାକୁ  ବିଶ୍ଵ ଦରବାରରେ ସ୍ଵତନ୍ତ୍ର ପରିଚିତ କରାଇବା ପ୍ରୟାସକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ ଅତିଥି ମୁଖ୍ୟ ଅତିଥି ଧନ୍ୟବାଦ ଜଣାଇଥିଲେ l  ଛାତ୍ରୀ ଛାତ୍ର ମାନଙ୍କ ମଧ୍ୟରେ ପ୍ରବନ୍ଧ, ସଙ୍ଗୀତ, ବକ୍ତୃତା ଓ ଜଗନ୍ନାଥଙ୍କ ଭଜନ ଉପରେ ପ୍ରତିଯୋଗୀତା କରାଯାଇ ଥିଲା l ଉଦଯାପନୀ ଉତ୍ସବରେ ଏକକ  ନୃତ୍ୟ, ଦୈତ ନୃତ୍ୟ ଓ ଦଳଗତ ନୃତ୍ୟ ଅନୁଷ୍ଠିତ ହୋଇ ସମସ୍ତ କୃତୀ ଛାତ୍ରୀଛାତ୍ର ମାନଙ୍କୁ ପୁରସ୍କାର ବିତରଣ କରାଯାଇ ଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026

You Might Also Like