-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||     

HOME   ଜିଲ୍ଲା

ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ ବିନୋଦ ପଶାୟତ ଙ୍କୁ ସମ୍ବର୍ଦ୍ଧନା

08-Feb-2024




ସମ୍ବଲପୁର- (ସଂଜୀବପାଣିଗ୍ରାହୀ) :ପଦ୍ମଶ୍ରୀ ସମ୍ନାନ ପାଇଁ  ମନୋନୀତ କବି ବିନୋଦ ପାଶୟତ ଙ୍କୁ ବାରିକ ସମାଜ ବଲାଙ୍ଗୀର ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି I ଆଜି ଦିବା ୧୧ ଘଟିକା ସମୟରେ ଶ୍ରୀ ପଶାୟତଙ୍କ ସେନପାର୍କ ସ୍ଥିତ ବାସଭବନ କୁ ଯାଇ ଉପଢୌକନ, ପୁଷ୍ପ ଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ I ବାରିକ ସମାଜ ବଲାଙ୍ଗୀର ର ସଭାପତି କଙ୍ଗାଲୁ ବାରିକ, କାର୍ଯ୍ୟକାରୀ ସଭାପତି ଶଙ୍କର ବାରିକ, ଉପ ସଭାପତି ନବୀନ ପଶାୟତ, ନନ୍ଦ କିଶୋର ବାରିକ, ସେଲୁନ ସଂଘ ସଭାପତି ଶିଶିର ବେହେରା, ଉପଦେଷ୍ଟା ଇଶ୍ୱର ପଶାୟତ, ପଞ୍ଚାନନ ପଶାୟତ ପ୍ରମୁଖ ପଦ୍ମଶ୍ରୀ ଶ୍ରୀ ପଶାୟତ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ l ଏହି ଅବସରରେ ନିଖିଳ ଉତ୍କଳ ବାରିକ ସମିତି ରାଜ୍ୟ ଉପ ସଭାପତି ହୀରାଲାଲ ବେହେରା ଏବଂ ସମ୍ବଲପୁର ବାରିକ ସମାଜର ସଭାପତି ସନ୍ତୋଷ ବାରିକ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026

You Might Also Like